କଟକର ଉଦୟୀମାନ ବିଟ୍ବକ୍ସର୍ ଅର୍ଚ୍ଚିତ ପଣ୍ଡା !
କଟକ: ବିଟ୍ବକ୍ସିଂ । ଫିଜିକାଲ ନୁହେଁ ବରଂ ଭଏସ୍ ବକ୍ସିଂ । କୌଣସି ବାଦ୍ୟଯନ୍ତ୍ରର ସହାୟତା ନ ନେଇ କେବଳ କଣ୍ଠ ଜରିଆରେ ବିଭିନ୍ନ ବାଦ୍ୟଯନ୍ତ୍ରର ଅବିକଳ ନକଲ କରି ସ୍ୱର ବାହାର କରିବାକୁ ବିଟ୍ବକ୍ସିଂ କୁହାଯାଇଥାଏ । ବିଦେଶରେ ଲୋକପ୍ରିୟ ହୋଇଥିବା ଏହି କଳାକୁ ଏବେ ଭାରତୀୟ ବି ପସନ୍ଦ କଲେଣି…