Latest Odisha News

BREAKING NEWS

Browsing Tag

Chariot Construction

ଅକ୍ଷୟ ତୃତୀୟାରୁ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ ସହ ଚନ୍ଦନ ଯାତ୍ରା

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହୋଇଥିବା ବେଳେ ଅନ୍ୟପଟେ ମହାପ୍ରଭୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ଧରି ଚାପ ଖେଳିବାର ପରମ୍ପରା ଆରମ୍ଭ ହୋଇଛି । ବନଜାଗ ବିଧିରେ ପୂଜା କାର୍ଯ୍ୟ ସହ ସୁନା କୁରାଢିରେ ରଥ କାଠ ଛେଦନ କରାଯାଇ ରଥ ନିର୍ମାଣ ଅନୁକୂଳ ହୋଇଛି । ରଥ…

ରଥ ନିର୍ମାଣ ପାଇଁ ପୁରୀରେ ପହଞ୍ଚିଲା ଆଉ ୨୮ ଖଣ୍ଡ କାଠ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଛି ରଥ କାଠ । ତୃତୀୟ ପର୍ଯ୍ୟାୟରେ ଶନିବାର ବୌଦ୍ଧ ବନଖଣ୍ଡରୁ ଏକ ଟ୍ରକ୍ ଯୋଗ ୪୦ ଫୁଟିଆ ୨୮ ଖଣ୍ଡ ଧଉରା କାଠ ପହଞ୍ଚିଛି । ଏହି କାଠରେ ଅଖ ନିର୍ମାଣ କରାଯିବ । ଚଳିତବର୍ଷ ରଥ ନିର୍ମାଣ ପାଇଁ ବୌଦ୍ଧ ଜିଲ୍ଲାରୁ ୩୦୩ ଖଣ୍ଡ କାଠ…

ରଥଖଳାରେ ଅଘଟଣ, ୨ ଜଣ ସେବକ ଆହତ

ପୁରୀ: ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଅଘଟଣ ଘଟିଛି । ରଥ କାମ କରୁଥିବା ସମୟରେ ପୃଥକ ପୃଥକ ଦୁର୍ଘଟଣାରେ ୨ ସେବକ ଆହତ ହୋଇଛନ୍ତି । ରଥ ନିର୍ମାଣରେ ନିୟୋଜିତ ଦୁଇ ସେବକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠା ଯାଇଛି । ସକାଳୁ ଭୋଇ ସେବକ ବିଷ୍ଣୁ ଭୋଇ ଛ କାଠ…

ମହାପ୍ରଭୁଙ୍କ ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ

ଭୁବନେଶ୍ୱର : ରଥଖଳାରେ ନିର୍ମାଣ ହୋଇପାରିବ ଶ୍ରୀ ଜିଉଙ୍କ ରଥ । ରଥ ନିର୍ମାଣକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ଅନୁମତି ମିଳିଛି । ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଆସିଛି । ତେବେ ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର…