Latest Odisha News

BREAKING NEWS

Browsing Tag

Chariots

ଶ୍ରୀପଞ୍ଚମୀରେ ଘୋଷଯାତ୍ରା ପାଇଁ ପୂଜାର୍ଚ୍ଚନା ହେଲା ରଥ କାଠ

ପୁରୀ: ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ମହାପ୍ରଭୁଙ୍କ ଆଗାମୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠ ପୂଜାର୍ଚ୍ଚନା ଶ୍ରୀନହର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ…

ସିଂହଦ୍ୱାର ଚକଡ଼ାକୁ ଗଡ଼ିଲା ତିନିରଥ

ପୁରୀ: ଜୟ ଜଗନ୍ନାଥ, ଜୟ ଜଗନ୍ନାଥ ଧ୍ୱନୀରେ ବଡ଼ଦାଣ୍ଡ ପ୍ରକମ୍ପିତ ହେଲା । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ରଥଯାତ୍ରା ଅନୁଷ୍ଠିତ ହେବାନେଇ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିବା ପରେ ଆଜି ରଥଖଳାରୁ ସିଂହଦ୍ୱାର ଚକଡ଼ାକୁ…

ଶହେ ବର୍ଷ ତଳର ଏକ ରଥଯାତ୍ରା ରିପୋର୍ଟ, ହଇଜା ଓ କରୋନାର ସଂଯୋଗ

ପ୍ରତି ମଙ୍ଗଳବାର କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ ଇତିହାସ ଅନେକ ସମୟରେ ବର୍ତ୍ତମାନ ସମୟର ଦର୍ପଣ ଭଳି ହଠାତ ଠିଆ ହୋଇପଡେ। ଲାଗେ, ସମୟ ସହିତ ଘଟଣା ଓ ଚରିତ୍ରମାନେ ନିଜକୁ ପୁଣି ଥରେ ସମାନ ଭାବରେ ସାବ୍ୟସ୍ତ କରୁଛନ୍ତି। ଶହ ଶହ ବର୍ଷ ଧରି ସମାନ ଘଟଣା ଯେମିତି ନିରନ୍ତର ଘଟି…

ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ; ଚୂଡ଼ାନ୍ତ ପର୍ଯ୍ୟାୟରେ ରୂପକାର ସେବକଙ୍କ ଖୋଦେଇ କାର୍ଯ୍ୟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି । ଗତକାଲି ପାସଦଣ୍ଡା ଦେହରେ କୁଡୁକା ଲାଗିହୋଇ  ମୁଁ ହାଟ ଲାଗିଛି ।  ମୁଁ ହାଟ ଉପରେ ଲାଗିଛି ଗୁଜ ଏବଂ ବକଯନ୍ତ୍ର (ପାଶ୍ୱର୍ ଦେବତାଙ୍କ ଆସ୍ଥାନ) ଲାଗିଛି, ସେଥିରେ ନିରାଡ଼ ଖଞ୍ଜା ବାକି…