‘ଇନ୍ଦ୍ରଧନୁ’ ପଛରେ ଜନ ସାହିତ୍ୟ
ଛାୟାଲିପି : ଭାଗ ୧୫
ପଚାଶ ଦଶକର ଶେଷ ଓ ଷାଠିଏ ଦଶକର ଆରମ୍ଭ ଭାଗରେ ଓଡ଼ିଆ ପତ୍ରପତ୍ରିକାର ବିଷୟ ଚୟନରେ କ୍ଷେତ୍ରରେ ଯେଉଁ ନୂଆ ଭାଗଟି ଯୋଡ଼ି ହେଲା ତାହା ହେଉଛି ଚଳଚ୍ଚିତ୍ର । ପଚାଶ ଓ ଷାଠିଏ ଦଶକରେ ଓଡ଼ିଆ ସାଂସ୍କୃତିକ ଚେତନାରେ ଓଡ଼ିଆ ଚଳଚ୍ଚିତ୍ର ନିଜର ଭାଗ ବସାଇବା ଆରମ୍ଭ କରିଥିଲା ।…