ଚିତା ବାଘ ପ୍ରକଳ୍ପ ସଂରକ୍ଷଣ ପାଇଁ ଭାରତ-ନାମିବିଆ ମଧ୍ୟରେ ଏମଓୟୁ
ନୂଆଦିଲ୍ଲୀ: ଭାରତ ସରକାର ଏବଂ ନାମିବିୟା ସରକାରଙ୍କ ମଧ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ବିଶେଷତଃ ଚିତା ବାଘ ସଂରକ୍ଷଣକୁ ଗୁରୁତ୍ୱ ଦେଇ ଏକ ଏମଓୟୁ ସ୍ୱାକ୍ଷର ହୋଇଛି । ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ କ୍ଷେତ୍ରରେ ସହଯୋଗ ପାଇଁ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି । ଏହି…