Latest Odisha News

BREAKING NEWS

Browsing Tag

CheifMinister

ଆଜି କମ୍ପିବ ଝାରସୁଗୁଡ଼ା, ନିର୍ବାଚନ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା : ପାଖେଇ ଆସିଲାଣି ଝାରସୁଗୁଡ଼ା ନିର୍ବାଚନ । ଭୋଟରଙ୍କୁ ମନାଇବାକୁ ସବୁ ଦଳ ମନାଇଛନ୍ତି ମାରାଥନ୍‌ ପ୍ରଚାର । ଆଜି ଦୁଲୁକିବ ମୈଦାନ । ଝାରସୁଗୁଡ଼ାରେ ହାଇଭୋଲଟେଜ୍‌ ପ୍ରଚାର ଦେଖିବାକୁ ମିଳିବ । ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ…

୪୭୯୦ କନେଷ୍ଟବଳ ପଦବୀ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ପୋଲିସ ଚାକିରୀ ଆଶାୟୀଙ୍କ ପାଇଁ ଆସିଲା ଖୁସି ଖବର ।  ଖୁବ୍‌ ଶୀଘ୍ର ପୋଲିସ ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ ହେବ । ଏନେଇ ମୁଖ୍ୟମନ୍ତ୍ରୀ ନୋଟିସ୍‌ ଜାରି କରିଛନ୍ତି । ଓଡିଶା ପୋଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଧର୍ମଶାଳା ଯୁବ ବିଜେଡି ପକ୍ଷରୁ ୧୦୮ ଦୀପଦାନ

ଯାଜପୁର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଧର୍ମଶାଳା ବିଜୁ ଯୁବ ଜନତା ଦଳ ପକ୍ଷରୁ ୧୦୮ ଦୀପଦାନ। ଆଜି ସକାଳୁ ଯାଜପୁର ଜିଲ୍ଲାର ଅନ୍ୟତମ  ପ୍ରସିଦ୍ଧ ଶୈବ ପୀଠ ଗୋକର୍ଣ୍ଣେଶ୍ୱର ମନ୍ଦିର ପରିସରରେ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ ପାଇଁ ଯାଜପୁରରେ ସ୍ବତନ୍ତ୍ର ପ୍ରସ୍ତୁତି

ଯାଜପୁର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଜନ୍ମଦିନକୁ ମହାସମାରୋହରେ ପାଳନ କରିବା ପାଇଁ ଯାଜପୁରରେ ଚାଲିଛି ବ୍ୟାପକ ପ୍ରସ୍ତୁତି।ଯାଜପୁର ସହରସ୍ଥିତ ବାଳାଶ୍ରମ ପଡିଆରେ ବିଜୁ ଜନତା ଦଳ ପକ୍ଷରୁ ଏହି ଭବ୍ୟ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୧୦୦ ଫୁଟର…