ଗୁରୁଙ୍କ ପ୍ରତି ବିଶ୍ବାସ
ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’
ଥରେ ଗୁରୁ ଏବଂ ଶିଷ୍ୟ ଏକ ଗାଁ ଦେଇ ଯାଉଥିଲେ । ଅଳ୍ପ ଦୂର ଚାଲିବା ପରେ ଗୁରୁ ଶିଷ୍ୟଙ୍କୁ କନାଖଣ୍ଡେ ମାଗିଲେ । ଆଜ୍ଞାକାରୀ ଶିଷ୍ୟ କିଛି ବିଚାର ନ କରି ନିଜ ଧୋତିରୁ ଖଣ୍ଡେ ଚିରି ସଙ୍ଗେ ସଙ୍ଗେ ଦେଲେ । ଗୁରୁ ସେହି କନାଖଣ୍ଡକୁ ନିଜ…