Latest Odisha News

BREAKING NEWS

Browsing Tag

chhabirani

ଆମେରିକାରେ ପ୍ରଦର୍ଶିତ ହେଲା ଓଡିଆ ଫିଲ୍ମ ‘ଛବିରାଣୀ’

କଟକ: ବହୁପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଛବିରାଣୀ’ ଆମେରିକାର ବୋଷ୍ଟନ୍ ସହରର ସିନେମା ହଲରେ ପ୍ରଦର୍ଶିତ ହୋଇଛି । ରିଲିଜ୍ ହୋଇଥିବା ଏହି ସିନେମାଟି ଅଶି ଦଶକର ଲୋମଟାଙ୍କୁରା ସତ୍ୟଘଟଣା ଛବିରାଣୀ ହତ୍ୟାକାଣ୍ଡ ଉପରେ ଆଧାରିତ । ଏହି ଚଳଚ୍ଚିତ୍ର ଓଡିଶା ସୋସାଇଟି ଅଫ୍ ନ୍ୟୁ ଇଂଲଣ୍ଡ ଜରିଆରେ…

ପରଦାକୁ ଆସିଲା ସତ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ର ‘ଛବିରାଣୀ

ଭୁବନେଶ୍ୱର: ରିଲିଜ୍ ହେଲା ବହୁପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଛବିରାଣୀ’। ଓଡ଼ିଶାର ୩୬ଟି ସିନେମା ହଲରେ ଗୁରୁବାର ରିଲିଜ୍ ହୋଇଥିବା ଏହି  ସିନେମାଟି ଅଶି ଦଶକର ଲୋମଟାଙ୍କୁରା ସତ୍ୟଘଟଣା ଛବିରାଣୀ ହତ୍ୟାକାଣ୍ଡ ଉପରେ ଆଧାରିତ । ଏହାର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଓଲିଉଡର ଆଗଧାଡ଼ିର…

‘ଛବିରାଣୀ ହତ୍ୟାକାଣ୍ଡ’କୁ ନେଇ ଓଡ଼ିଆ ସିନେମା

ଭୁବନେଶ୍ୱର: ବହୁଚର୍ଚ୍ଚିତ ଛବିରାଣୀ ହତ୍ୟାକାଣ୍ଡକୁ ନେଇ ନିର୍ମାଣ ହେବାକୁ ଯାଉଛି ଏକ ଓଡ଼ିଆ ଚଳଚ୍ଚିତ୍ର । ଯାହାର ନାମ ରଖାଯାଇଛି ‘ଛବିରାଣୀ’ । ଏହି ଚଳଚ୍ଚିତ୍ରର କାହାଣୀ ଓ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଭାର ବବି ଇସଲାମ ସମ୍ଭାଳିଥିବା ବେଳେ ବିଜୟ ମଲ୍ଲ ଏହାର ସଂଳାପ ଲେଖିଛନ୍ତି । ଏହାର…