Latest Odisha News
Browsing Tag

Chhatrapur

ଥାନା ସାମନାରେ ଆତ୍ମହତ୍ୟା ଉଦ୍ୟତ ମହିଳାଙ୍କ ସମେତ ସ୍ବାମୀ ଓ ଭାଇ ନାଁରେ ମାମଲା

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଥାନା ସାମନାରେ ମଙ୍ଗଳବାର ରାତିରେ ଝିଲି ପାତ୍ର ନାମକ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ଏହି ଘଟଣାକୁ ନେଇ ତିନି ଜଣଙ୍କ ନାଁରେ ଛତ୍ରପୁର ଥାନାରେ ଏତଲା ରୁଜୁ ହୋଇଛି। ସେମାନେ ହେଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ଝିଲି ଏବଂ…

ଛତ୍ରପୁରରେ ଲହଡ଼ି ମାଡ଼ରେ ଭାଙ୍ଗିଗଲା ୬ ଘର

ବ୍ରହ୍ମପୁର: ସମୁଦ୍ରରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ପୋଡ଼ମପେଟା ଗାଁ ମିଶୁଥିବା ବେଳେ ଆଜି ପୁଣିଥରେ ସମୁଦ୍ରର ଉଚ୍ଚ ଲହଡିରେ ୬ରୁ ଉର୍ଦ୍ଧ୍ୱ ଘର ଧୋଇ ହେଇଯାଇଛି । ସମ୍ପୂର୍ଣ୍ଣ ଘର ଗୁଡିକ ଭୁଶୁଡ଼ି ପଡିଥିବା ବେଳେ ଆଉ ମାତ୍ର ଗୋଟିଏ ସାହି କୂଳ ଲଙ୍ଘିବା ପାଇଁ ବାକି ଅଛି । ଗ୍ରାମର…

ସମୁଦ୍ରରେ ଲୀନ ହେବ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା!

ବ୍ରହ୍ମପୁର : ଜଳବାୟୁ ପରିବର୍ତ୍ତନ ଯୋଗୁ ଗଞ୍ଜାମ ଉପକୂଳରେ ସମୁଦ୍ର କୂଳ ଲଂଘିବାରେ ଲାଗିଛି। ଛତ୍ରପୁର, ରଙ୍ଗେଇଲୁଣ୍ଡା, ଗଞ୍ଜାମ ଏବଂ ଚିକିଟି ବ୍ଲକର କେତେକ ଅଞ୍ଚଳ ଧିରେଧିରେ ସମୁଦ୍ର ଗର୍ଭକୁ ଚାଲିଯାଉଛି । ଏଥିରେ ଯୋଡ଼ି ହେବାକୁ ଯାଉଛି ଛତ୍ରପୁର ବ୍ଲକରେ ଥିବା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ…

ଛତ୍ରପୁର ଇଣ୍ଡିଆ ବ୍ୟାଙ୍କ ATM ତାଡି ଲୁଟ୍ ଉଦ୍ୟମ

ଛତ୍ରପୁର: ବିଳମ୍ବିତ ରାତିରେ ମାତିଲେ ଲୁଟେରା । ବ୍ୟାଙ୍କ ଏଟିଏମ୍ ତାଡି ଟଙ୍କା ଲୁଟ୍ ଉଦ୍ୟମ । ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଥିବା ଇଣ୍ଡିଆନ୍ ବ୍ୟାଙ୍କ ATMରୁ ଟଙ୍କା ଚୋରି ଉଦ୍ୟମ ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ATM ସର୍ଟର ଓ ମେସିନ୍ ତାଡ଼ି କିଛି ଦୁର୍ବୃତ୍ତ ଲୁଟ୍ ଉଦ୍ୟମ…

ଭାରସାମ୍ୟ ହରାଇ ଛତ୍ରପୁର ନିକଟ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟ ତାମ୍ପରାଠାରେ ଓଲଟିଲା ଗ୍ୟାସ ଟ୍ୟାଙ୍କର । ଛତ୍ରପୁରର ୧୬ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମଝି ରାସ୍ତାରେ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିଲା । ଏଥିରେ ଗାଡ଼ି ଚାଳକ ସାମାନ୍ୟ ଆହତ ହୋଇଛନ୍ତି । ଘନ କୁହୁଡ଼ି ପାଇଁ ରାସ୍ତା ଦେଖାଯାଇ…