Latest Odisha News

BREAKING NEWS

Browsing Tag

chhattisgarh politics

ବାହାରିଲା କଂଗ୍ରେସର ପୁରୁଣା ରୋଗ,ଫଳ ଆସିନି କିନ୍ତୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଲଢେଇ ଆରମ୍ଭ !

ଭୁବନେଶ୍ୱର: ଛତିଶଗଡ଼ରେ କଂଗ୍ରେସ ଦ୍ଵିତୀୟଥର ସରକାର ଗଢ଼ିବା ନେଇ ଆକଳନ କରାଯାଉଥିବା ବେଳେ ବିଜେପି ମଧ୍ୟ ସରକାର ଗଢିବାକୁ ଆଶା ରଖିଛି। ଏସବୁ ଭିତରେ କିନ୍ତୁ କଂଗ୍ରେସ ସରକାର ରିପିଟ କରିବା ସମ୍ଭାବନା ଅଧିକ ରହିଛି। ରାତି ପାହିଲେ ଏ ନେଇ ସ୍ପଷ୍ଟ ହୋଇଯିବ। କିନ୍ତୁ ଏ ଭିତରେ ଛତିଶଗଡରେ…

କଂଗ୍ରେସ ଜିତିଲେ ପାଇବ ଦୁଇ ଲକ୍ଷ, ବିଜେପି ଜିତିଲେ ଅଢେଇ ଲକ୍ଷ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ମତଦାନ ଶେଷ ହୋଇଥିବା ବେଳେ ଆସନ୍ତା ତିନି ତାରିଖରେ ଭୋଟ ଗଣତି ହେବ। ଏକା ସାଙ୍ଗରେ ସମସ୍ତ ରାଜ୍ୟର ଭୋଟ ଗଣତି ହେବ। ଯାହାକୁ ନେଇ ବିଭିନ୍ନ ରାଜ୍ୟର ରାଜନୈତିକ ଦଳର ନେତାଙ୍କ ମଧ୍ୟରେ ଆକ୍ଷେପପ୍ରତିଆକ୍ଷେପର ପର୍ବ ତୀଵ୍ର ହେବାରେ ଲାଗିଛି। ଏହି କ୍ରମରେ…

ମୋଦି କହିଲେ, ଛତିଶଗଡରେ ମୁଖ୍ୟମନ୍ତ୍ରୀ ବଘେଲ ହାରିଯିବେ

ଭୁବନେଶ୍ୱର: ଛତିଶଗଡ ବିଧାନସଭା ନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ମୁଙ୍ଗେଲି ବିଧାନସଭା କ୍ଷେତ୍ରରେ ଜୋରଦାର ପ୍ରଚାର କରିଛନ୍ତି। ପ୍ରଚାର ଅବସରରେ ମୋଦି ଛତିଶଗଡର ଶାସକ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି । କିଭଳି ମିଛ ପ୍ରତିଶ୍ରୁତି ଦେଇ…

ଛତିଶଗଡରେ ଓଡିଶାକୁ ଜିତାଇଦେବେ ପୁରନ୍ଦର !

ଭୁବନେଶ୍ୱର: ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ହେଭିୱେଟ ମାନେ ପ୍ରତ୍ୟେକ ଦିନ ପ୍ରଚାରକୁ ଓଲ୍ହାଉଛନ୍ତି। ଉଭୟ ପ୍ରମୁଖ ଦଳ କଂଗ୍ରେସ ଓ ବିଜେପିର କେନ୍ଦ୍ରୀୟ ନେତୃତ୍ୱ ପ୍ରଚାରରେ ଲାଗି ପଡିଛନ୍ତି। ଏସବୁ ଭିତରେ ଛତିଶଗଡରେ ଓଡ଼ିଆ ପ୍ରାର୍ଥୀ ପୁରନ୍ଦର ମିଶ୍ରଙ୍କୁ ନେଇ ଜୋରଦାର ଚର୍ଚ୍ଚା।…

ଚାରିପଟେ ଶତ୍ରୁ ଘେରିଛନ୍ତି କିନ୍ତୁ ଛତିଶଗଡରେ ଜିତିଯିବ କଂଗ୍ରେସ!

ଭୁବନେଶ୍ୱର: ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଖେଇ ଆସୁଥିବା ବେଳେ ଛତିଶଗଡ଼ରେ ପ୍ରଚାର ଆହୁରି ଜୋରଦାର ହୋଇଛି। ଉଭୟ ପ୍ରମୁଖ ଦଳ କଂଗ୍ରେସ ଓ ବିଜେପି ସମେତ ଅନ୍ୟାନ୍ୟ ଦଳର ହେଭିୱେଟ ମାନେ ପ୍ରଚାର କରୁଛନ୍ତି। ଏହି କ୍ରମରେ କଂଗ୍ରେସ ଜାତୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ କେନ୍ଦ୍ର…

କର୍ଣ୍ଣାଟକରେ ବଜରଙ୍ଗବାଲି ହରାଇଥିଲେ, ଛତିଶଗଡରେ ମହାଦେବ ଜିତାଇବେ!

ଭୁବନେଶ୍ୱର: ଗୋଟିଏ ପଟେ ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଛି। ସେପଟେ ଠିକ ଏଭଳି ସମୟରେ ମୋଦିଙ୍କ ଜୋରଦାର ପ୍ରଚାରକୁ ନେଇ ଚର୍ଚ୍ଚା ଜୋର ଧରିଛି। ଛତିଶଗଡ଼ର ସୁରଜପୁର ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି କି ଗୋଟିଏ ପଟେ ବିଜେପିର ସଂକଳ୍ପପତ୍ରକୁ…

ଛତିଶଗଡରେ ବିଜେପି କହିଲା ୩୧୦୦ ଦେବି, କଂଗ୍ରେସ କହିଲା ୩୨୦୦ ଦେବି

ଭୁବନେଶ୍ୱର: ରାତି ପାହିଲେ ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଯେଉଁ ୨୦ ଟି ବିଧାନସଭା କ୍ଷେତ୍ରରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ ସେଠାରେ ପ୍ରଚାର ଶେଷ ହୋଇଛି। ମତଦାନ ହେବାକୁ ଥିବା ୨୦ ଟି ସିଟରେ ୨୨୩ ଜଣ ପ୍ରାର୍ଥୀ ଲଢେଇରେ ରହିଥିବାବେଳେ ୪୦…

ବିଜେପିର ହିନ୍ଦୁତ୍ୱକୁ ଛତିଶଗଡରେ କଂଗ୍ରେସ କରିଛି ହାଇଜାକ!

ଭୁବନେଶ୍ୱର: ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରମୁଖ ଦଳଗୁଡିକ ଜୋରଦାର ପ୍ରଚାର କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଛତିଶଗଡ଼ରେ ପ୍ରଚାର କରିଥିବା ବେଳେ ବିଜେପିର ଅନ୍ୟ ହେଭିୱେଟ ମାନେ ମଧ୍ୟ ପ୍ରଚାର କରୁଛନ୍ତି। ଗୃହମନ୍ତ୍ରୀ ଅମିତ ଶାହା ପଣ୍ଡରିୟା…

ଛତିଶଗଡରେ ଦୁଇ ଦିନ ଘାଣ୍ଟିବେ ରାହୁଲ, ତୃତୀୟ ଦିନରେ ହେବ ପ୍ରିୟଙ୍କା ଶୋ

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ହେବାକୁ ଥିବା ଛତିଶଗଡରେ ରାହୁଲ ବିଜେପିକୁ ଟାର୍ଗେଟ କରିଛନ୍ତି। ଦୁଇଦିନିଆ ଛତିଶଗଡରେ ଗସ୍ତରେ ଯାଇ ପ୍ରଥମ ଦିନରେ ରାହୁଲ ଗାନ୍ଧୀ କାଂକେର ଜିଲ୍ଲାର ଭାନୁପ୍ରତାପପୁରରେ ବିଶାଳ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଆଦାନୀ ପ୍ରସଙ୍ଗ ଉଠାଇ ସେ…

ଛତିଶଗଡରେ ଗରିବ ଅସ୍ତ୍ରରେ ମୋଦିଙ୍କ ଆକ୍ରମଣ, ବସ୍ତର ବନ୍ଦ କରିଦେଲା କଂଗ୍ରେସ!

ଭୁବନେଶ୍ୱର: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ରାଜ୍ୟକୁ ମାରାଥନ ଗସ୍ତ କରୁଛନ୍ତି। ଏହି କ୍ରମରେ ମୋଦି ଛତିଶଗଡ଼ ଗସ୍ତ କରିଛନ୍ତି। ଛତିଶଗଡ଼ ଜଗଦଲପୁରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ବିହାରରେ…