କଳିଙ୍ଗ ଷ୍ଟାଡିୟମ କମ୍ପଲେକ୍ସରେ ୩୦୦ କୋଟି ଟଙ୍କାର କ୍ରୀଡ଼ା ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : କଳିଙ୍ଗ ଷ୍ଟାଡିୟମ କମ୍ପଲେକ୍ସ ଗସ୍ତ କରି ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖାସକରି ନିର୍ମାଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।…