ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡା’କୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଲୋକାର୍ପିତ ହୋଇଛି ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଙ୍କଳନ ‘ମାଟି ଘୋଡା’ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଗଳ୍ପ ସଙ୍କଳନ ‘ମାଟି ଘୋଡା’କୁ ଲୋକାର୍ପଣ କରିଛନ୍ତି ।
ମାଟିର ମହକରେ ନିଜକୁ ହଜାଇ ଦେଇଥିବା ପ୍ରଦୀପ୍ତ…