Latest Odisha News

BREAKING NEWS

Browsing Tag

Chief minister naveen patnaik

ଗୋପାଳକୁ ପାଗଳ କହିବା ନେଇ ଘନେଇଲା ରାଜନୀତି, ନବୀନଙ୍କ ବିବୃତି ପରେ ନରସିଂହଙ୍କ କାଉଣ୍ଟର୍ ଆଟାକ୍

ଭୁବନେଶ୍ବର : ନରସିଂହଙ୍କ ନବୀନଙ୍କୁ ଟାର୍ଗେଟ ! ବହୁଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ନେଇ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଅଭିଯୁକ୍ତ ଗୋପାଳ ଦାସକୁ ବିରୋଧୀ ପାଗଳ ଦର୍ଶାଇ ରାଜନୀତି କରିବାକୁ…

ଭାରତ-ସ୍ପେନ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉରକେଲା : ରାଉରକେଲା ସହରରେ ବିଶ୍ୱକପ ହକିର ଉଦ୍‌ଘାଟନୀ ମ୍ୟାନ ଅନୁଷ୍ଠିତ ହେବ। ଭାରତ ଓ ସ୍ପେନ ମଧ୍ୟରେ ହେବାକୁ ଥିବା ଏହି ଉଦ୍‌ଘାଟନୀ ମ୍ୟାଚକୁ ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଆଜି ଅପରାହ୍ଣ ୩ଟା ୪୫ରେ…

ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ୨୦୨୩ର ଟ୍ରଫି ଟୁର୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ୨୦୨୩ର ଟ୍ରଫି ଟୁର୍ କୁ ଶୁଭାରମ୍ଭ କରିଛନ୍ତି ।  ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲ୍ଲିପ୍ ତିର୍କୀଙ୍କୁ ସେ ଟ୍ରଫି ହସ୍ତାନ୍ତର କରିଛନ୍ତି । ଟ୍ରଫି ଟୁର୍ ର ସଫଳତା ନେଇ ଶୁଭକାମନା ଜଣାଇଛନ୍ତି…

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ୱାଇ : ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଓଡିଆ ଭାବେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା…

୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସ ଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ  ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଥିଲେ । ୭୫ତମ ସ୍ବାଧୀନତା ଦିବସ ପାଳନ…

ଜୀବନବ୍ୟାପୀ ସାଧନା ସମ୍ମାନରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ହୋଇଛନ୍ତି

ନୂଆଦିଲ୍ଲୀ :  “ଜୀବନବ୍ୟାପୀ ସାଧନା ସମ୍ମାନ ”ରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ହୋଇଛନ୍ତି । ରାଜଧାନୀ ଦିଲ୍ଲୀରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ଦିଲ୍ଲୀର ଇଣ୍ଡିଆ ଇଣ୍ଟରନେସନାଲ ସେଣ୍ଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି…

ସରକାରଙ୍କ ଅପାରଗତା ପାଇଁ ବନ୍ୟା ହେଲା :ବିଜେପି

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ଜନିତ କ୍ଷୟକ୍ଷତି ପ୍ରସଙ୍ଗରେ ରାଜ୍ୟ ବିଜେପି ପକ୍ଷରୁ ପ୍ରେସମିଟ୍ କରାଯାଇଛି । ବନ୍ୟାଞ୍ଚଳ ପରିଦର୍ଶନ କରି ଏକ ଚାର୍ଜସିଟ ପ୍ରସ୍ତୁତ କରିଛି ଦଳ । ରାଜ୍ୟରେ ହୋଇଥିବା ବନ୍ୟା ପାଇଁ ରାଜ୍ୟ ସରକାରଙ୍କୁ ସମ୍ପୁର୍ଣ୍ଣ ଦାୟୀ କରିଛି ବିଜେପି  । ସରକାରଙ୍କ…

ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ନେତୃତ୍ୱକୁ ପୁଣିଥରେ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । ନୂଆଦିଲ୍ଲୀର ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର: ଭୁବନେଶ୍ୱର NISER ଠାରେ ହେବାକୁ ଯାଉଛି ଟାଟା ମେମୋରିଆଲ କ୍ୟାନ୍ସର ହସ୍ପିଟାଲ । ପରମାଣୁ ଶକ୍ତି ବିଭାଗ ,ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଏବଂ ଟାଟା ଟ୍ରଷ୍ଟର ସହଯୋଗରେ ୬୫୦ କୋଟି ଟଙ୍କା ବିନିଯୋଗରେ ଟାଟା ମେମୋରିଆଲ କ୍ୟାନ୍ସର ହସ୍ପିଟାଲ ନିର୍ମାଣ ହେବ । ନିର୍ମାଣ…