Latest Odisha News

BREAKING NEWS

Browsing Tag

Chief minister naveen patnaik

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ହେବ ୮ଟି ପ୍ରସ୍ତାବ ଉପରେ ଆଲୋଚନା

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ପ୍ରାୟ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି । ଏହି ବୈଠକଟି ରାଜ୍ୟ ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୫ଟା…

ନୂଆ ଓଡିଶା ଗଠନ ଲାଗି ଜନତାଙ୍କୁ ଆହ୍ୱାନ ଦେଲେ ନବୀନ

ଭୁବନେଶ୍ୱର: ସାରା ଦେଶରେ ୭୩ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନୂଆ ଓଡିଶା ଗଠନ ଲାଗି ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଚଳିତ ଥର ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ…

ରାଜ୍ୟବ୍ୟାପୀ ସ୍ୱାଧୀନତା ଦିବସ ପାଳନ: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୫ ତାରିଖରେ ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯିବାକୁ ଥିବା ବେଳେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ଜାଣନ୍ତୁ, ଏହି ରାଜ୍ୟସ୍ତରୀୟ…

ପାଟକୁରା ନିର୍ବାଚନ ଫଳାଫଳକୁ ନେଇ ସମୀକ୍ଷା କଲେ ନବୀନ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବୁଧବାର ଦିନ ପ୍ରକାଶ ପାଇଥିବା ପାଟକୁରା ନିର୍ବାଚନୀ ଫଳାଫଳକୁ ନେଇ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ଏହି ବୈଠକରେ ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରଣବ…

ଭୁବନେଶ୍ୱରରୁ ସିଧା ଦୁବାଇକୁ ଉଡିବ ବିମାନ !

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଦେଶୀ ଯାତ୍ରୀଙ୍କ ଆଗମନ ବୃଦ୍ଧି ପାଉଥିବାବେଳେ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡାଣ ବ୍ୟବସ୍ଥା ଲାଗି କେନ୍ଦ୍ରକୁ ଚିଠି ଲେଖିଛନ୍ତି ଓଡିଶା ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ହରଦୀପ…

ସରିଲା ମନ୍ତ୍ରୀ ପରିଷଦର ବୈଠକ, ନବୀନ ଦେଲେ ମହାମନ୍ତ୍ର

ଭୁବନେଶ୍ୱର : ରାଜ୍ୟ ସଚିବାଳୟରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏକ ସଫଳ ସରକାର ଲାଗି ନିଜ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେବା ସହ ନବୀନ ୫ଟି ଦିଗ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଜାଣନ୍ତୁ-…

ବାତ୍ୟା ବାୟୁ: ଦୁର୍ବିପାକ ପରିଚାଳନା ନେଇ ଓଡିଶାର ପରାମର୍ଶ ଲୋଡିଲା ଗୁଜୁରାଟ

ଭୁବନେଶ୍ୱର : ଭୟଙ୍କର ସାମୁଦ୍ରିକ ଝଡ ‘ବାୟୁ’ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗୁଜୁରାଟ ଉପକୂଳରେ ମାଡ ହେବାକୁ ଥିବାବେଳେ ଏହାର ମୁକାବିଲା କରିବା ପାଇଁ ଓଡିଶା ସରକାରଙ୍କ ସହାୟତା ଲୋଡିଛି ଗୁଜୁରାଟ । ଏନେଇ ଗୁଜୁରାଟର ମୁଖ୍ୟ ଶାସନ ସଚିବ ଜେଏନ୍ ସିଂହ ବୁଧବାର ଦିନ ଓଡିଶାର ମୁଖ୍ୟ ଶାସନ ସଚିବ…

ଆସନ୍ତା ଜୁନ୍ ୯ରେ ମୋଦିଙ୍କୁ ଭେଟିବେ ନବୀନ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜୁନ୍ ୯ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାର ସମ୍ଭାବନା ରହିଛି । ଦଳୀୟ କର୍ମୀଙ୍କ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ଶନିବାର ଦିନ ଦିଲ୍ଲୀ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ରବିବାର ଦିନ ବିଜେଡି…

ମୁଖ୍ୟମନ୍ତ୍ରୀ ବିଜେପୁର ଆସନ ଛାଡିବା ପଶ୍ଚିମ ଓଡିଶା ଲାଗି ଅପମାନ ସଦୃଶ: ବିଜେପି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଜିଲ୍ଲା ବିଜେପୁର ବିଧାନସଭା ଆସନ ଛାଡିବା ନିଷ୍ପତ୍ତିକୁ ସୋମବାର ଦିନ ବିଜେପି ସମାଲୋଚନା କରିଛି । ଗଣମାଧ୍ୟମକୁ ସୂଚନା ଦେଇ ବିଜେପି ନେତା ଜୟନାରାୟଣ ମିଶ୍ର କହିଛନ୍ତି, “ବିପୁଳ ଭୋଟରେ ଜିତିଥିବା ବିଜେପୁର ଆସନକୁ ମୁଖ୍ୟମନ୍ତ୍ରୀ…

ନବନିଯୁକ୍ତ ଓଡିଶାର ୨ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଓଡିଶାର ୨ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍…