କେନ୍ଦ୍ରାପଡ଼ା ଜିଲ୍ଲାରେ ନଦୀ ଭିତ୍ତିକ ବନ୍ଦର ପ୍ରତିଷ୍ଠା ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଓ ପାରାଦୀପ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ 5T ସଚିବ ଭି. କେ. ପାଣ୍ଡିଆନ୍ । ତାଙ୍କ ସହ ପରିବହନ କମିଶନର ବି ଅଛନ୍ତି । ପାରାଦୀପ ପଟରୁ ଏକ ବୋଟେ ଯୋଗେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳିରେ ପ୍ରସ୍ତାବିତ ନଦୀ…