Latest Odisha News

BREAKING NEWS

Browsing Tag

Chief Secretary Asit Tripathy

କେନ୍ଦ୍ରାପଡ଼ା ଜିଲ୍ଲାରେ ନଦୀ ଭିତ୍ତିକ ବନ୍ଦର ପ୍ରତିଷ୍ଠା ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଓ ପାରାଦୀପ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ 5T ସଚିବ ଭି. କେ. ପାଣ୍ଡିଆନ୍ । ତାଙ୍କ ସହ ପରିବହନ କମିଶନର ବି ଅଛନ୍ତି । ପାରାଦୀପ ପଟରୁ ଏକ ବୋଟେ ଯୋଗେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳିରେ ପ୍ରସ୍ତାବିତ ନଦୀ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଚିଠି, ସୁନ୍ଦରଗଡ଼ରେ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର: ଓଡ଼ିଶାର ଦ୍ୱିତୀୟ ଏମ୍ସ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି । ରାଜୀବ ଭୂଷଣଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ଓଡ଼ିଶା ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ସୁନ୍ଦରଗଡ଼ ଜିଲ୍ଲାରେ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ।…

ରାଉଲକେଲା ରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ରାଉଲକେଲା: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ଅତିରିକ୍ତ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶ୍ରୀ ପ୍ରଦୀପ୍ତ ମହାପାତ୍ର ଆଜି ରାଉଲକେଲା ରେ ପହଞ୍ଚିଛନ୍ତି । ସେମାନେ ଜିଲ୍ଳାରେ ଚାଲିଥିବା କୋଭିଡ ପରିଚାଳନା ର ଯାଞ୍ଚ କରିଛନ୍ତି । ହାଇଟେକ ହସ୍ପିଟାଲ, ଜୟ ପ୍ରକାଶ…

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର : ଚଳିତ ବର୍ଷ ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ଆସିବା ଓ ରହିବା ବ୍ୟବସ୍ଥା କରିବେ ସରକାର । ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସରକାର ଏପରି ସୁବିଧା…

କାଳିଆ ପରେ ‘ବଳରାମ’ ଯୋଜନା

ଭୁବନେଶ୍ୱର: ଚାଷୀଙ୍କ ପାଇଁ କାଳିଆ ପରେ ଆସିଲା ନୂଆ ଯୋଜନା 'ବଳରାମ' । ଭୂମିହୀନ ଚାଷୀଙ୍କୁ କୃଷି ଋଣ ଯୋଗାଇବାକୁ ରାଜ୍ୟ ସରକାରଙ୍କ ନୂଆ ଯୋଜନା । ଏଥିରେ ରାଜ୍ୟର ୭ ଲକ୍ଷ ଭୂମିହୀନ ଚାଷୀଙ୍କୁ ସରକାର ଯୋଗାଇ ଦେବେ କୃଷି ଋଣ । ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…