Latest Odisha News

BREAKING NEWS

Browsing Tag

Chief Secretary

ବିଦ୍ୟୁତ୍ କାଟ୍ ପରେ ବିଲିଂରେ ବି ଟାଟା ପାୱାରର ମନମାନି, ଟ୍ୱିଟରରେ ଜବାବ ମାଗିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଥମୁନି ଟାଟା ପାୱାରର ଶୋଷଣ । ଖରା ଦିନେ ଅଘୋଷିତ ବିଦ୍ୟୁତ୍ କାଟ ଲୋକଙ୍କୁ ହନ୍ତସନ୍ତ କରିଥିଲା । ଏବେ ଟାଟା ପାୱାର ମାସିକ ୩୦ ଦିନକୁ ୪୦ ଦିନ କରି ସାରିଲାଣି । ଏକଥା ଆମେ କହୁନୁ ବରଂ ଟାଟା ପାୱାର ଗ୍ରାହକଙ୍କୁ ଦେଉଥିବା ବିଦ୍ୟୁତ୍ ବିଲ୍ କହୁଛି । ଏନେଇ କଟକର ଜଣେ ଗ୍ରାହକ…

ଦୈତ ନଗରୀ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପ୍ରକ୍ରିୟା ଆରମ୍ଭ, କ୍ଷେତ୍ର ପରିଦର୍ଶନ କଲା ସଚିବ ସ୍ତରୀୟ…

ରାଜଧାନୀ ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ସକାଳ ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନ ବନ୍ଦର ଛକରୁ ସଚିବ ସ୍ତରୀୟ କମିଟି ତାର କ୍ଷେତ୍ର ପରିଦର୍ଶନ ଆରମ୍ଭ କରିଥିଲା । ସଚିବ ସ୍ତରୀୟ କମିଟିରେ ମୁଖ୍ୟ…

ତୃତୀୟ ଦିନରେ ଡ୍ରାଇଭରଙ୍କ ଆନ୍ଦୋଳନ, ଚେତାବନୀ ଦେଲେ ପୋଲିସ ଡିଜି

ଭୁବନେଶ୍ୱର: ଥମୁନି ଡ୍ରାଇଭର ଏକତା ମହାସଂଘର ଆନ୍ଦୋଳନ । ଗତକାଲି ମୁଖ୍ୟ ଶାସନ ସଚିବଙ୍କୁ ମହାସଂଘ ଭେଟିବା ପରେ ୩ ମାସ ମଧ୍ୟରେ ଦାବି ପୂରଣ ନେଇ ପଦକ୍ଷେପ ନିଆଯିବ ବୋଲି ସରକାରଙ୍କ ପକ୍ଷରୁ ଚିଠି କରାଯାଇଥିଲା । ହେଲେ ଆଜି ସ୍ଥିତି ବଦଳିନି । ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଡ୍ରାଇଭର…

ମୁଖ୍ୟ ଶାସନ ସଚିବଙ୍କ ଦେଓମାଳୀ ଓ କୋଟିଆ ଗସ୍ତ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଥିଲେ । ସେହିଭଳି କୋଟିଆରେ ସରକାରଙ୍କ…

IAS ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ଆଇଏଏସ୍ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଆଜି ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ସେହିଭଳି ଆଇଏଏସ୍ ଅନୁ ଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି…

ହାତ ଧରିଲେ ବିଜୟ ପଟ୍ଟନାୟକ, କହିଲେ ‘ଓଡ଼ିଶାର ଭବିଷ୍ୟତ ପାଇଁ ରାଜନୀତିକୁ ଆସିଛି’

ନୂଆଦିଲ୍ଲୀ: ହାତ ଧରିଲେ ବିଜୟ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ଦିଲ୍ଲୀ ଯାଇ କଂଗ୍ରେସରେ ସାମିଲ୍ ହୋଇଛନ୍ତି । ଆଜି ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ମିଶିଛନ୍ତି । କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ଗଣତନ୍ତ୍ରର ପୁନଃ ପ୍ରତିଷ୍ଠା…

ହାତ ଧରିବେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ !

ଭୁବନେଶ୍ୱର: କଂଗ୍ରେସରେ ଯୋଗ ଦେଇ ପାରନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । କଂଗ୍ରେସ ନେତା ଅମୀୟ ପାଣ୍ଡବଙ୍କ ସୋସିଆଲ୍ ମିଡିଆ ପୋଷ୍ଟ ପରେ ରାଜ୍ୟ ରାଜନୀତିକୁ ଏହା ଖୋରାକ୍ ଯୋଗାଇଛି । ହେଲେ ବିଜୟ ପଟ୍ଟନାୟକ କଂଗ୍ରେସରେ ସାମିଲ୍ ହେବେ କି ନା ସେ ନେଇ କିଛି ମନ୍ତବ୍ୟ…

ବିର୍ସା ମୁଣ୍ଡା ଷ୍ଟାଡିୟମ ସହ ରାଉରକେଲା ବିମାନବନ୍ଦର ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସାଶନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ 5T ଭି.କେ ପାଣ୍ଡିଆନ୍ । ଉଭୟ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ…

ଓଡ଼ିଶାରେ ଶିଶୁ ଅପପୁଷ୍ଟି ଓ ଗେଡ଼ାପଣ ଦୂର ଅଭିଯାନ ପାଇଁ ପୃଷ୍ଠଭୂମି ପ୍ରସ୍ତୁତ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାରେ ଶିଶୁ ଅପପୁଷ୍ଟି ଓ ଗେଡାପଣ କମାଯାଇ ପାରିବ ଏବଂ ଏଥିପାଇଁ ପୂର୍ଣ୍ଣ କ୍ଷେତ୍ର ପ୍ରସ୍ତୁତ କରାଯାଉଛି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ।  ଆଜି ହୋଟେଲ ମେ ଫେୟାରଠାରେ ଅନୁଷ୍ଠିତ ଭାରତରେ ଶିଶୁ ଅପପୁଷ୍ଟି ଓ ଗେଡାପଣ ନିରାକରଣ ଶୀର୍ଷକ…

ଏପଟେ ଧାରଣା, ସେପଟେ ସମୀକ୍ଷା; କେବେ କିଡନୀ ରୋଗୀଙ୍କୁ ମିଳିବ ଔଷଧ ?

ଭୁବନେଶ୍ୱର: ଦୁଇ ସପ୍ତାହ ହେଲାଣି କିଡନୀ ରୋଗୀ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଘର ଆଗରେ ଧାରଣାରେ ବସିଛନ୍ତି । ଶୀତ, କାକରକୁ ଖାତିର୍ ନ କରି କିଡନୀ ରୋଗୀ ଓ ସମ୍ପର୍କୀୟ ଧାରଣା ଦେଉଥିବା ବେଳେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କିଡନୀ ଟ୍ରାନ୍ସପ୍ଲାଣ୍ଟ ହୋଇଥିବା…