Latest Odisha News

BREAKING NEWS

Browsing Tag

child death

ଟୀକା ନେଇ ଶିଶୁର ମୃତ୍ୟୁ ଅଭିଯୋଗ

ଯାଜପୁର  : ଟୀକା ନେଇ ଶିଶୁର ମୃତ୍ୟୁ ହୋଇଯାଇଥିବା ଅଭିଯୋଗ । ଏହି ଅଭିଯୋଗ ଆସିଛି ଯାଜପୁର ବିଞ୍ଝାରପୁର ଥାନା ପଂଳପୁର ଅଞ୍ଚଳରୁ । ଏକ ୨୫ ଦିନର ଶିଶୁକୁ ଟୀକା ଦିଆଯିବା ପରେ ତାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଶିଶୁଟିକୁ ପଂଳପୁର ପ୍ରାଥମିକ ବିଦ୍ୟାଳୟରେ ଡାକ୍ତରଖାନା…

ପାଣିଚୁଆରେ ପଡି ଚାଲିଗଲା ଦୁଇବର୍ଷୀୟ ଶିଶୁର ଜୀବନ

କେନ୍ଦୁଝର: ଚମ୍ପୁଆରେ ଘଟିଯାଇଛି ଅଘଟଣ । ଅକାଳରେ ଚାଲିଯାଇଛି ଜଣେ ଦୁଇବର୍ଷୀୟ ଶିଶୁପୁତ୍ରର ଜୀବନ । ଏହି ଖବର ସ୍ଥାନୀୟ ଅଂଚଳରେ ଖେଳାଛେଦଇଛି ଶୋକର ଛାୟା । ମିଳିଥିବା ରିପୋର୍ଟ ଅନୁଯାୟୀ ଚମ୍ପୁଆ ଜାମୁଦଲକ ଗାଁରେ ଜଣେ ଦୁଇବର୍ଷୀୟ ଶିଶୁ ନିଜ ଘର ପାଖରେ ଖେଳୁଥିଲା । ହେଲେ ପାଖରେ ଥିବା…

ଶିଶୁପୁତ୍ରର ମୃତ ଦେହକୁ ଅସମ୍ମାନ

ଢେଙ୍କାନାଳ:ପାଞ୍ଚ ବର୍ଷର ଶିଶୁପୁତ୍ରର ମୃତ ଦେହକୁ ଅସମ୍ମାନ। ଢେଙ୍କାନାଳ ହସ୍ପିଟାଲରୁ ମିଳିଲାନି ମହାପ୍ରୟାଣ ଗାଡ଼ି । କାନ୍ଧରେ ପକେଇ ବୋହି ବୋହି ନେବା ବାଟରେ ଅଟକାଇଲେ ଲୋକେ। ଆଉ ବେସରକାରୀ ଶବବୁହା ଗାଡିରେ ପଠାଇଲେ ଘରକୁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି ।