Latest Odisha News

BREAKING NEWS

Browsing Tag

Child Marriage

ବାଲ୍ୟବିବାହକୁ ମନା,୨ ଦିନରେ ଗିରଫ ହେଲେଣି୨ ହଜାରରୁ ଅଧିକ ଲୋକ

ଗୌହାଟୀ: ଆଉ ହେବନି ବାଲ୍ୟବିବାହ । ଦୁଇଦିନ ମଧ୍ୟରେ ଗିରଫ ହେଲେଣି ୨ହଜାରରୁ ଅଧିକ ଲୋକ  । ଆସାମରେ ବାଲ୍ୟ ବିବାହ ପ୍ରଥା ବନ୍ଦ କରିବାକୁ ଆସାମ ସରକାର କଠୋର ନିଷ୍ପତ୍ତି ଗ୍ରହଣ କରିଛନ୍ତି l ଆଉ ବାଲ୍ୟବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛନ୍ତି। ଧୁବ୍ରିରେ ଆଜି ଅଶାନ୍ତ…

ପୁଣି ନଗଡାରେ ଚାଂଚଲ୍ୟ ଖେଳାଇଲା ବାଲ୍ୟ ବିବାହ

ଯାଜପୁର: ଆଜିର ସମୟରେ ଲୋକେ ଚନ୍ଦ୍ରରେ ଜାଗା କିଣିଲେଣି । ତଥାପି ବାଲ୍ୟ ବିବାହ ଭଳି କୁପ୍ରଥାରୁ ମୁକୁଳିପାରିନି ଆମ ସମାଜ । ଏଥିପାଇଁ ସରକାର ବହୁ ପ୍ରକାର ସଚେତନ କରିଥିଲେ ବି ଲୋକେ କିନ୍ତୁ ସୁଧୁରିବାକୁ ନାଁ ଧରୁନାହାଁନ୍ତି । ଅନ୍ୟ କେଉଁଠି ନୁହେଁ ଯାଜପୁର ସୁକିନ୍ଦା ବ୍ଲକର ଅପହଂଚ ଇଲାକା…

ବାଲ୍ୟ ବିବାହକୁ ନେଇ ସୂଚନା ଦେଲେ ମିଳିବ ୫ ହଜାର ଟଙ୍କା ପୁରସ୍କାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ବାଲ୍ୟ ବିବାହ ସମ୍ପର୍କରେ ପ୍ରଶାସନକୁ ସୂଚନା ଦେଲେ ୫୦୦୦ ଟଙ୍କା ପୁରସ୍କାର ରାଶି ମିଳିବ ଘୋଷଣା କରିଛନ୍ତି ପ୍ରଶାସନ। ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ରୂପେ ମୂଳପୋଛ କରିବା ଲାଗି…

ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି

ସମାଜ ଯେତେ ପରିବର୍ତ୍ତନର ଧାରାରେ ସାମିଲ୍ ହେଉଛି ସେତେ ସାମାଜିକ ବ୍ୟାଧିଗୁଡ଼ିକୁ ନିଜ ପାଦରେ ଦଳିଚାଲିଛି ଏବଂ ଏହି ବ୍ୟାଧିଗୁଡ଼ିକୁ ନିପାତ କରିବାକୁ ମଧ୍ୟ ନୂଆନୂଆ ପ୍ରୟାସ କରୁଛି । ଆଉ ସେ ପ୍ରୟାସରେ ସଫଳ ହେଉଛି ମଧ୍ୟ । ତା’ମଧ୍ୟରୁ ଏବେ ଆମ ରାଜ୍ୟରେ ଗୋଟିଏ ନୂଆ ସମସ୍ୟା ସୃଷ୍ଟି ହୋଇଛି…