Latest Odisha News
Browsing Tag

Child Protect Commision

୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ

ଫୁଲବାଣୀ: ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ । କୌଣସି ପରିସ୍ଥିତିରେ ଶିଶୁମାନଙ୍କ ପ୍ରତି ନିର୍ଯାତନା କିମ୍ବା ଅବହେଳା ବରଦାସ୍ତ କରାଯିବ ନାହିଁ । ଏମିତି କିଛି ଅଭିଯୋଗ ସାମ୍ନାକୁ ଆସିଲେ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶିଶୁ…