[ଦେଖନ୍ତୁ ଭିଡିଓ] ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର ତିନି ବର୍ଷର ଶିଶୁ
ଭୁବନେଶ୍ବର : ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର । ସାଲିଆ ସାହି ନିବାସ ନଗରରେ ରହୁଥିବା ଜଣେ ବିଧବା ଓ ମାନସିକ ଭିନ୍ନକ୍ଷମଙ୍କ ମହିଳାଙ୍କ ତିନି ବର୍ଷର ଶିଶୁ ପୁତ୍ରକୁ ବହଳଦା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ନୟାପଲ୍ଲୀ ଥାନା ପୋଲିସ ।
ଅପହରଣ ଅଭିଯୋଗରେ ସାଲିଆ ସାହିରେ…