Latest Odisha News
Browsing Tag

Child

ଗର୍ଭାବସ୍ଥାରେ ମଦ୍ୟପାନ କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ, ଶିଶୁର ମସ୍ତିସ୍କ ଉପରେ ପଡ଼ିପାରେ ପ୍ରଭାବ…

ନୂଆଦିଲ୍ଲୀ : ସମୟ ବଦଳିବା ସହ ଆମ ଜୀବନଶୈଳୀ ମଧ୍ୟ ବଦଳୁଛି । ସହରର ଚାକଚାକ୍ୟରେ ରହି ନିଜ ପରମ୍ପରା ଓ ସଂସ୍କୃତିକୁ ଭୁଲି ଯାଉଛନ୍ତି । ସମୟ ଥିଲା ମଦ୍ୟପାନ କେବଳ ପୁରୁଷ ମାନେ କରୁଥିଲେ କିନ୍ତୁ ଏବେ ମଦ୍ୟପାନ ଅଧିକାଂଶ ମହିଳା ମାନେ କରୁଥିବା ଦେଖିବାକୁ ମିଳିଛି  । ତେବେ ମହିଳା ମାନେ…

ଯୌନ ରାକ୍ଷସର ଉନ୍ମତ୍ତ କାଣ୍ଡ; ଚଳନ୍ତା ଗାଡ଼ିରୁ ଫୋପାଡ଼ିଦେଲା ୧୦ ମାସର ଶିଶୁ

ମୁମ୍ବାଇ : ହଜିଗଲା ମାନବିକତା । ନିଜ ଉଦ୍ଦେଶ୍ୟରେ ଅସଫଳ ହେବାରୁ ଚଳନ୍ତା ଗାଡ଼ିରୁ ଫିଙ୍ଗି ଦେଲା ୧୦ ମାସର ଛୁଆ । ଏଭଳି ଅମାନୁଷିକ ଘଟଣା ମୁମ୍ବାଇ ଉପକଣ୍ଠ ପାଲକର ଜିଲ୍ଲାର ମୁମ୍ବାଇ-ଅହମ୍ମଦାବାଦ ଜାତୀୟ ରାଜପଥରେ ଘଟିଛି । ସୂଚନା ଅନୁଯାୟୀ, ନିଜ ଝିଅ ସହ ଏକ କାର୍‌ରେ ଗୁଜୁରାଟ ଯାଉଥିବା…

ଭୁଲ୍ ଅଲଟ୍ରାସାଉଣ୍ଡ ରିପୋର୍ଟ ଦେଇଥିବାରୁ ଡାକ୍ତରଙ୍କୁ ୧୦ ଲକ୍ଷ ଟଙ୍କା ଜରିମାନା

ପାରାଦୀପ: ବିଭିନ୍ନ ସମୟରେ ସରକାରୀ ହେଉ କିମ୍ବା ବେସରକାରୀ ଚିକିତ୍ସାଳୟରେ ତ୍ରୁଟି ଦେଖିବାକୁ ମିଳିଥାଏ  । ତ୍ରୁଟିପୂର୍ଣ୍ଣ ରିପୋର୍ଟ ଏବଂ ଚିକିତ୍ସା ରେ ରୋଗୀର ମୃତ୍ୟୁ ହେଉ କିମ୍ବା ବିକଳାଙ୍ଗ ଭଳି ଅନେକ ଘଟଣା ଦେଖିବାକୁ ମିଳୁଛି l ଏହିଭଳି ଘଟଣାରେ ଆବେଦନର ରାୟ ଶୁଣାଇଛନ୍ତି ଜଗତସିଂହପୁର…

ଥାଲେସେମିଆ ରୋଗରେ ପୀଡ଼ିତ ୨ବର୍ଷର ଶିଶୁ, ଚିକିତ୍ସା ପାଇଁ ଦରକାର ୪୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା

ନବରଙ୍ଗପୁର : ଦୁଇ ବର୍ଷର ଶିଶୁ ଥାଲେସେମିଆ ରୋଗରେ ପୀଡ଼ିତ  । ଏ ହେଉଛନ୍ତି  ନବରଙ୍ଗପୁର ସହର ମହିମାନଗରର  ରଶ୍ମିରଞ୍ଜନ ମିଶ୍ର ଓ ପୂଜା ପଣ୍ଡାଙ୍କ ଏକ ମାତ୍ର ପୁଅ ସ୍ୱରୂପ ମିଶ୍ର। ସ୍ୱରୂପଙ୍କୁ ଯେତେବେଳେ ଥାଲେସେମିଆ ରୋଗ ହୋଇଥିବା କଥା ଜଣାପଡ଼ିଥିଲା ତାଙ୍କ ବାପା ମାଙ୍କ ପାଦ ତଳୁ ମାଟି…

ଚେକ୍ ଡ୍ୟାମ୍‌ରେ ବୁଡି ୨ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ

ଢେଙ୍କାନାଳ: ଅକାତ ପାଣିରେ ବୁଡି ଜଣେ ୨ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ ଖବର ଢେଙ୍କାନାଳରେ ଶୋକର ଛାୟା ଖେଳାଇଛି । କୁସୁମୁଣ୍ଡିଆ ଗାଁରେ ଥିବା ଚେକ୍ ଡ୍ୟାମରେ ବୁଡି ପ୍ରାଣ ହରାଇଥିବା ଶିଶୁଟି ନରେଶ ମୁଣ୍ଡାଙ୍କ ଝିଅ ଶ୍ରୁତିରେଖା ମୁଣ୍ଡା । ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ପ୍ରାୟ ୧୨ଟା…

ଶିଶୁ ମୃତ୍ୟୁକୁ ନେଇ କଟକ ଏସସିବି ପରିସରରେ ଉତ୍ତେଜନା

କଟକ: ଚିକିତ୍ସାରେ ଅବହେଳା ଯୋଗୁଁ କଟକ ବଡ ମେଡିକାଲରେ ଜଣେ ୮ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି । ଯାହାଫଳରେ ରବିବାର ସକାଳେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଯାଇଛି । ଏପରିକି ସମ୍ପୃକ୍ତ ଶିଶୁର ପରିବାର ବର୍ଗ ହସ୍ପିଟାଲର କାଜୁଆଲିଟି ବିଭାଗରେ ତାଲା ପକାଇ…