Latest Odisha News

BREAKING NEWS

Browsing Tag

Chilika Lake

ଚିଲିକାରେ ପକ୍ଷୀ ଗଣନା, ୨୧ଟି ଟିମ୍ ସାମିଲ

ବାଲୁଗାଁ(ଖୋର୍ଦ୍ଧା): ଚିଲିକାକୁ ଏବର୍ଷ କେତେ ପକ୍ଷୀ ଆସିଛନ୍ତି । ଆଜିଠୁ ଆରମ୍ଭ ହୋଇଛି ପକ୍ଷୀ ଗଣନା । ଏଥିରେ ୨୧ଟି ଟିମରେ ଶହେରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଛନ୍ତି । ୬୦ ଜଣ ଗାଇଡ୍ ସାମିଲ ଅଛନ୍ତି । ୧୯ଟି ଟିମ୍ ଚିଲିକା ଜଳରାଶି ଭିତରେ ଓ ୧ଟି ଗଣନାକାରୀ ଟିମ୍ ତଟବର୍ତ୍ତୀ ଅଞ୍ଚଳରେ…

ଚିଲିକାରେ ରଙ୍ଗବେରଙ୍ଗ ପକ୍ଷୀ

ଟାଙ୍ଗୀ: ଚିଲିକାର ଉତ୍ତାଳ ତରଙ୍ଗ । ଆଉ ତରଙ୍ଗାୟିତ ଜଳରାଶିରେ ମାଳ ମାଳ ବିଦେଶାଗତ ପକ୍ଷୀ । ଚିଲିକାରେ ପହଁଚିଲେ ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀ । କଳରବରେ ମୁଖରିତ ହେଉଛି ସାରା ପରିବେଶ ପୁଣି କଳରବରେ ମୁଖରିତ ହେଲା ଚିଲିକାର ପରିବେଶ । ଶୀତ ଆରମ୍ଭରୁ ଚିଲିକାରେ ବିଦେଶୀ ପକ୍ଷୀଙ୍କ ଆଗମନ…

ଚିଲିକାକୁ ଏବର୍ଷ ଆସିଛନ୍ତି ରେକର୍ଡ ୧୧ଲକ୍ଷ ୪୨ ହଜାର ପକ୍ଷୀ

ଚିଲିକା: ନୂଆ ରେକର୍ଡ କରିଛି ଚିଲିକା । ଏବର୍ଷ ଚିଲିକାକୁ ଆସିଛନ୍ତି ରେକର୍ଡ ସଂଖ୍ୟକ ପକ୍ଷୀ । ଗତବର୍ଷ ଅପେକ୍ଷା ସଂଖ୍ୟା ବଢ଼ିଛି । ଗଣନା ପରେ ଏହି ତଥ୍ୟ ସାମନାକୁ ଆସିଛି । ଏବର୍ଷ ଚିଲିକାକୁ ଆସିଛନ୍ତି ୧୯୦ ପ୍ରଜାତିର ୧୧ଲକ୍ଷ ୪୨ହଜାର ପକ୍ଷୀ । ଗତବର୍ଷ ଅପେକ୍ଷା ୧ ଲକ୍ଷ ୩୨ ହଜାରରୁ…

ମାଛ ମାର୍କେଟ ସିଲ୍‌, ଗଞ୍ଜାମକୁ ଯିବନି ଚିଲିକା ମାଛ

ଖୋର୍ଦ୍ଧା: ଚିଲିକା କୂଳ ମାଛ ମାର୍କେଟ ସିଲ୍ । ୭ ଦିନ ପାଇଁ ମାଛ ମାର୍କେଟକୁ ସଟଡାଉନ୍ କରାଯାଇଛି । ଜଣେ ମାଛ ବ୍ୟବସାୟୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି । କରୋନା ଭୟରେ ୨ଟି ମାଛ ଗୋଦାମ ସହ ୩ଟି ଆଇସ୍ ଫ୍ୟାକ୍ଟରୀକୁ ସିଲ୍ କରାଯାଇଛି ।…

ଚିଲିକାରେ ଡଙ୍ଗା ଦୁର୍ଘଟଣାଗସ୍ତ; ୬ ଯାତ୍ରୀ ଗୁରୁତର ଆହତ

ବାଲୁଗାଁଓ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁଓରେ ଅବସ୍ଥିତ ଚିଲିକା ହ୍ରଦରେ ରବିବାର ଦିନ ଏକ ଦେଶୀ ଡଙ୍ଗା ଦୁର୍ଘଟଣାଗସ୍ତ ହେବାଫଳରେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ କିଛି ବ୍ୟକ୍ତି ପିକନିକ୍ କରିବା ଲାଗି ଆଜି ସକାଳେ କାଳିଜାଇ ମନ୍ଦିରକୁ ଯାଇଥିଲେ । ସେଠାରୁ…

ଚିଲିକା ଜଳରାଶି ଉପରେ ଘୂର୍ଣ୍ଣିବାୟୁ, ଲୋକେ ଭୟଭୀତ

ଚିଲିକା: ଚିଲିକା ଜଳରାଶି ଉପରେ ରବିବାର ଅପରାହ୍ନରେ ଏକ ବିଶାଳ ଘୂର୍ଣ୍ଣିବାୟୁ ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି । ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ କାଳିଜାଈ ଓ ଜଟିଆନାଶୀ ମଝିରେ ପାଖଶପାଖି ୧୫ ମିନିଟ୍ ଧରି ବାୟୁମଣ୍ଡଳରେ ଏହି…