Latest Odisha News

BREAKING NEWS

Browsing Tag

Chiranjib Biswal

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ । ମିଳିଥିବା ସୂଚନା…

ମୋକିମ୍ ଓ ଚିରଞ୍ଜୀବଙ୍କ ନିଲମ୍ବନକୁ ବିରୋଧ, କଂଗ୍ରେସ ଭବନ ଆଗରେ ସମର୍ଥକଙ୍କ ଆନ୍ଦୋଳନ

ଭୁବନେଶ୍ୱର: ନିଲମ୍ବନକୁ ନେଇ ବଢ଼ୁଛି ଅଡ଼ୁଆ, ବଢ଼ୁଛି ବିବାଦ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏଆଇସିସି ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା । ଆଉ ନିଲମ୍ବନ ନିଆଁ ଏବେ କର୍ମୀଙ୍କ ମଧ୍ୟରେ ଆକ୍ରୋଶ ହୋଇ ବ୍ୟାପିବାରେ ଲାଗିଛି । ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ…

ନିଲମ୍ବନ ନେଇ ମୁହଁ ଖୋଲିଲେ ଚିରଞ୍ଜୀବ ବିଶ୍ୱାଳ, କହିଲେ ‘କୁଚକ୍ରୀଙ୍କ ଚକ୍ରାନ୍ତରୁ କଂଗ୍ରେସକୁ ବଞ୍ଚାନ୍ତୁ’

ଭୁବନେଶ୍ୱର: ମୁଁ ଦଳ ବିରୋଧୀ କୌଣସି କାମ କରିନି, ବରଂ କଂଗ୍ରେସର ହାତମୁଠାକୁ ସୁଦୃଢ଼ କରିବାକୁ କାମ କରୁଥିଲି । ଏଆଇସିସି ଦ୍ୱାରା ଦଳରୁ ନିଲମ୍ବିତ ହେବା ପରେ ପ୍ରେସମିଟରେ ଏଭଳି କହିଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ କହିଛନ୍ତି, ମୋତେ ଦଳ ଠାରୁ ଦୂରେଇ ଦେବା ପାଇଁ…

ନେତାଙ୍କୁ ଦଳରୁ ନିଲମ୍ବନକୁ ନେଇ ତାତିଲେ କର୍ମୀ, ଜଗତସିଂହପୁରରେ ଶରତଙ୍କ କୁଶପୁତ୍ତଳିକା ଦାହ

ଜଗତସିଂହପୁର: ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳ ନିଲମ୍ବିତ କରିଛି । ଶନିବାର ଦଳ ଉଭୟ ନେତାଙ୍କୁ କଂଗ୍ରେସରୁ ନିଲମ୍ବିତ କରିଥିବା ବେଳେ ରବିବାର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିଛନ୍ତି କର୍ମୀ ।…

ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବିତ କଲା କଂଗ୍ରେସ

ଭୁବନେଶ୍ୱର: କାରଣ ଦର୍ଶାଅ ନୋଟିସ୍ ପରେ ନିଲମ୍ବନ । କଂଗ୍ରେସରୁ ନିଲମ୍ବିତ ହେଲେ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଏଆଇସିସି ଉଭୟଙ୍କୁ ଦଳର ସସପେଣ୍ଡ କରିଛି । ମେ ମାସ ଶେଷ…

କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଓ ମହମ୍ମଦ ମୋକିମ୍‌ଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସରେ ରହିଛି କି ନେତୃତ୍ୱ ସଂକଟ ? ଦଳରେ ନେତୃତ୍ୱ ସଂକଟ ନେଇ ଦେଇଥିବା ମନ୍ତବ୍ୟ ଏବେ ଦୁଇ କଂଗ୍ରେସ ନେତାଙ୍କୁ ମହଙ୍ଗା ପଡ଼ିଛି । ଦଳ ବିରୋଧୀ ମନ୍ତବ୍ୟ ପାଇଁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଓ ବାରବାଟି-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଦଳ ପକ୍ଷରୁ…