ଛାୟାଲିପି : ରୂପକଥାରୁ ଚିତ୍ର ଜଗତ
ଏହି ସମୟ ପର୍ଯ୍ୟନ୍ତ ଯେତିକି ଚଳଚ୍ଚିତ୍ର ପତ୍ରିକା ପ୍ରକାଶିତ ହୋଇଛି ଓ ଯେଉଁସବୁର ଚର୍ଚ୍ଚା ଏହି ସ୍ତମ୍ଭରେ ହୋଇସାରିଛି, ତାହାର ଭାଷାଗତ ବୈଚିତ୍ରକୁ ଏଥର ସୂଚୀତ କରିଦିଏ । ସହଜ ଭାଷାର ପ୍ରୟୋଗ ଓ ଅଳଙ୍କାରହୀନ ବାକ୍ୟଗଠନର ଯେଉଁ ପ୍ରକ୍ରିୟା ପ୍ରଥମ ଚଳଚ୍ଚିତ୍ର ପତ୍ରିକା ‘ସିନେ…