Latest Odisha News

BREAKING NEWS

Browsing Tag

CHSE

ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ଅଗଷ୍ଟ ୩ ଯାଏ ବୃଦ୍ଧି

ଭୁବନେଶ୍ୱର: ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଖରାପ ପାଗକୁ ଦୃଷ୍ଟିରେ ରଖି ସରକାର ଦ୍ୱାଦଶ ସ୍ପଟ୍ ଆଡମିଶନ ଅବଧିକୁ ୩ ଅଗଷ୍ଟ ଯାଏ ବଢ଼ାଇଛନ୍ତି । ଏନେଇ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ ସମସ୍ତ ଚିଠି କରାଯାଇଛି । ରାଜ୍ୟର ବିଭିନ୍ନ…

ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର : ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ୧୩ ତାରିଖ ଯାଏ ନାମ ଲେଖାଇବେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ । ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀ ଆଡମିଶନ କରିବେ । ଚଳିତବର୍ଷ ୪ ଲକ୍ଷ ୭୨…

ଗୁରୁବାର ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ଯୁକ୍ତ ଦୁଇ କଳା ପ୍ରକାଶ ପାଇବ । କାଲି ଅପରାହ୍ଣ ୪ଟାରେ କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ ଫଳ ପ୍ରକାଶ ପରେ orissaresults.nic.in…

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ରାଜ୍ୟର ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ୮୧.୧୨…

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରୀ ଆଗୁଆ

ଭୁବନେଶ୍ୱର: ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅପରାହ୍ଣ ୪ଟାରେ ରେଜଲ୍ଟ ପ୍ରକାଶ ପାଇଛି । ଯୁକ୍ତ ୨ କଳାରେ ଏଥର ପାସ୍ ହାର ୮୨.୧୦ ପ୍ରତିଶତ ରହିଛି । ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା…

୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର: ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ପ୍ରକାରେ ୮ ତାରିଖ ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ orissaresults.nic.in ୱେବସାଇଟ ମାଧ୍ୟମରେ…

କଲେଜ ପିଲାଙ୍କ ଖରା ଛୁଟି ମାତ୍ର ୧୬ ଦିନ; ଶୀଘ୍ର କୋର୍ସ ସାରିବାକୁ ନିର୍ଦ୍ଦେଶ

ଭୁୁବନେଶ୍ୱର: ଉଚ୍ଚ ଶିକ୍ଷା ବିଭାଗ ରାଜ୍ୟରେ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଖରା ଦିନିଆ ଛୁଟିକୁ କମେଇ ଦେଇଛନ୍ତି । କେବଳ ଜୁନ୍୧ରୁ ଜୁନ୍ ୧୬ ପର୍ଯ୍ୟନ୍ତ ଛୁଟି ମିଳିଛି । କରୋନା ମହାମାରୀ ପାଇଁ ଲମ୍ବା ସମୟ ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡ଼ିକ ଲମ୍ବା ସମୟ ଧରି ବନ୍ଦ ରହିଥିଲା । ଏହି ସମୟରେ…

ମାର୍ଚ୍ଚରେ ଦ୍ବାଦଶ ବୋର୍ଡ ପରୀକ୍ଷା

ଭୁବନେଶ୍ବର : ଆସନ୍ତା ବର୍ଷ ମାର୍ଚ୍ଚରେ ହୋଇପାରେ ଦ୍ବାଦଶ ବୋର୍ଡ ପରୀକ୍ଷା । ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଏଥିପାଇଁ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଚିଠି…

୨୦୧୯-୨୦ର ସମସ୍ତ ନବମ ଶ୍ରେଣୀ ପିଲା ୨୦୨୧ ମେ’ ମାସରେ ଦେଇପାରିବେ ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ଲାଗି ବଡ଼ ଖବର । ୨୦୧୯-୨୦ ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସମସ୍ତ ଛାତ୍ରଛାତ୍ରୀ ଦେଇପାରିବେ ମାଟ୍ରିକ୍ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ୨୦୨୧ ମେ’ ମାସରେ ଆୟୋଜିତ ହେବାକୁ ଥିବା ବାର୍ଷିକ ସାର୍ଟିଫିକେଟ୍ ପରୀକ୍ଷା ଦେଇପାରିବେ ବୋଲି…

ଅଗଷ୍ଟ ୨୧ରୁ +୨ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ, କମିଲା ଫି

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଘୋଷଣା ହେଲା ତାରିଖ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ଭିତରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । କୋଭିଡ୍ ପାଇଁ ଆବେଦନ ଫି…