Latest Odisha News

BREAKING NEWS

Browsing Tag

CHSE

ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ, ପାସ ହାର ୭୦.୨୧%

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତବର୍ଷର ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ । ପାସ ହାର ରହିଛି ୭୦.୨୧% । ମୋଟ୍ ୬୮ ହଜାର ୩୭୪ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତ । ଚଳିତ ବର୍ଷ ପ୍ରଥମ ଶ୍ରେଣୀରେ ୨୫ ହଜାର ୩୩୯ଜଣ ପାସ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪ ହଜାର ୧୨୧ ଓ ତୃତୀୟ ଶ୍ରେଣୀରେ…

ଆଜି ବାହାରିବ +୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ବାହାରିବ ଆଜି ବାହାରିବ +୨ ବିଜ୍ଞାନ ପରୀକ୍ଷାଫଳ । ଅପରାହ୍ଣ ସାଢ଼ା ୧୨ଟାରେ ରେଜଲ୍ଟ ପ୍ରକାଶ ପାଇବ । www.orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ଛାତ୍ରଛାତ୍ରୀ ଏଥିରୁ ନିଜ ନିଜ ପରୀକ୍ଷାଫଳ ଜାଣି ପାରିବେ । ଚଳିତବର୍ଷ ରାଜ୍ୟରେ ଯୁକ୍ତ ଦୁଇ ବିଜ୍ଞାନ…

ଯୁକ୍ତ ୨ ଅବଶିଷ୍ଟ ପରୀକ୍ଷା ପ୍ରସଙ୍ଗ: ଆଜି ଚୂଡ଼ାନ୍ତ ନିଷ୍ପତ୍ତି !

ଭୁବନେଶ୍ୱର: ଚଳିତବର୍ଷ ଅନୁଷ୍ଠିତ ହୋଇଥିବା ଯୁକ୍ତ ୨ର ବାକି ରହିଯାଇଥିବା ପରୀକ୍ଷା ଅନୁଷ୍ଠିତ ହେବ କି ନାହିଁ ସେ ନେଇ ଆଜି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ନେବେ ଚୂଡ଼ାନ୍ତ ନିଷ୍ପତ୍ତି ।  କେନ୍ଦ୍ର ସରକାର ଜାରି କରଥିବା ନୁଆ ଗାଇଡ ଲାଇନ୍‌ରେ ସ୍କୁଲ, କଲେଜ ଆସନ୍‌ା ଜୁଲାଇ ୩୧ ପର୍ଯ୍ୟନ୍ତ…

ମାର୍ଚ୍ଚ ପ୍ରଥମ ସପ୍ତାହରୁ +୨ ଥିଓରୀ ପରୀକ୍ଷା ଆରମ୍ଭ !

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଏକ୍ସଲେଗୁଲାର ଛାତ୍ରଛାତ୍ରୀଙ୍କ ଲାଗି ବାର୍ଷିକ ଯୁକ୍ତ ୨ ପ୍ରାକ୍ଟିକାଲ୍ ଓ ଥିଓରୀ ପରୀକ୍ଷାର ସମୟ ସୂଚୀ ମଙ୍ଗଳବାର ଦିନ ଘୋଷଣା କରାଯାଇଛି । ଜାରି ବିଜ୍ଞପ୍ତି ଅନୁଯାୟୀ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର…

+୨ ନାମଲେଖା ସମୟସୀମା ଆଉ ୨ଦିନ ବଢିଲା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ କଲେଜ ଏବଂ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ୨ ନାମଲେଖା ଚାଲୁ ରହିଥିବା ବେଳେ ଏହାର ନାମଲେଖା ଅବଧୀକୁ ବୃଦ୍ଧି କରିଛିି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଏହି ନାମ ଲେଖାକୁ ସମୟକୁ ଅତିରିକ୍ତ ୨ଦିନକୁ ବୃଦ୍ଧି କରାଯାଇଥିବା ନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା…

ଓଡିଶାରେ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ +୨ ପରିକ୍ଷା ଖାତା ମୂଲ୍ୟାୟନ

ଭୁବନେଶ୍ୱର : ରାଜ୍ୟରେ ଯୁକ୍ତ ୨ ପରିକ୍ଷା ଖାତା ମୂଲ୍ୟାଙ୍କନ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ସୋମବାର ଦିନ ଆରମ୍ଭ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ)ର ବିଜ୍ଞପ୍ତି ଅନୁଯାୟୀ ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ । ଏଥିସହିତ ପ୍ରଥମ ପର‌୍ୟ୍ୟାୟରେ…