Latest Odisha News
Browsing Tag

climate change

ଅଧିକାଂଶ ଭାରତୀୟ ଜଳବାୟୁ ପରିବର୍ତ୍ତନ ଦ୍ବାରା ପ୍ରଭାବିତ

ନୂଆଦିଲ୍ଲୀ: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତର ପ୍ରାୟ ସମସ୍ତ ଜନତା ପ୍ରଭାବିତ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ଡକ୍ଟର ସୋମ୍ୟା ସ୍ବାମୀନାଥନ ଏନେଇ ସୂଚନା ଦେଇଛନ୍ତି। ଏପରିକି ମହିଳା ଏବଂ ଶିଶୁମାନଙ୍କୁ ଏହି ଜଳବାୟୁ ସମ୍ବନ୍ଧୀୟ ସ୍ୱାସ୍ଥ୍ୟ ଜନିତ ବିପଦ…

ଜଳବାୟୁ ପରିବର୍ତ୍ତନ, ଦରଦାମ ବୃଦ୍ଧି ଓ କୃଷି

ଡ଼ି.ଶୁଭମଙ୍କର କୃଷି ଭିତ୍ତିକ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’  ଦିନ ଥିଲା ପ୍ରକୃତିର ସରସ ସୁନ୍ଦର ନିନାଦିତ ସ୍ୱର ମଣିଷର ହୃଦୟକ୍ରନ୍ଦରରେ ବଜାଉଥିଲା ନିର୍ମଳତାର ବୀଣାତନ୍ତ୍ର । ଆମ ପରିବେଶ , ଆମ ଜୀବନ ଥିଲା ସମସ୍ତଙ୍କର ଧ୍ୟେୟ ବାକ୍ୟ । ପରନ୍ତୁ ଏକବିଂଶ ଶତାବ୍ଦୀର ଶିଳ୍ପ ଭିତ୍ତିକ…

ବିଶ୍ୱ ତାପନ ପ୍ରଭାବ, ୭୫ ପ୍ରତିଶତ ଶୁଖି ଗଲାଣି ଏହି ବଡ଼ ନଦୀ

ନୂଆଦିଲ୍ଲୀ: ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱତାପନ ପ୍ରଭାବ ଦେଖିବାକୁ ମିଳିଛି ଇଟାଲୀରେ । ଇଟାଲୀର ସବୁଠୁ ବଡ଼ ନଦୀ କୁହା ଯାଉଥିବା ‘ପୋ’ ନଦୀର ୭୫ ପ୍ରତିଶତ ଶୁଖି ଯାଇଛି । ଗତବର୍ଷ ଠାରୁ ନଦୀରୁ ପାଣି ଶୁଖିବା ଆରମ୍ଭ ହୋଇଥିବା ବେଳେ ଏବେ ୭୫ ପ୍ରତିଶତ ସ୍ଥାନରେ ପାଣି ନାହିଁ । ବୋଲଜାନୋ…

ଜଳବାୟୁ ପରିବର୍ତ୍ତନ ପାଇଁ ଓଡ଼ିଶା ଖର୍ଚ୍ଚ କରିବ ୨.୪୫ ଲକ୍ଷ କୋଟି

ଭୁବନେଶ୍ୱର: ଓଡ଼ିଶା ଜଳବାୟୁ କ୍ଷେତ୍ର ରୂପାନ୍ତରଣ ପାଇଁ ୨.୪୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବ। ଆଗାମୀ ଦଶ ବର୍ଷ ଭିତରେ ଏହି ଟଙ୍କା ଖର୍ଚ୍ଚ କରିବାକ ଯୋଜନା ପ୍ରସ୍ତୁତ କରାଯାଇଛି । ଜଳବାୟୁ ପରିବର୍ତ୍ତନ ପାଇଁ ରାଜ୍ୟ ଆକ୍ସନ୍ ପ୍ଲାନ୍ (SAPCC-II) ରେ ଉଲ୍ଲେଖ କରାଯାଇଛି । ୨୦୨୧ରୁ…

ପାଗରେ ପରିବର୍ତ୍ତନ, କମିବ ଶୀତ

ଭୁବନେଶ୍ବର : ପାଗରେ ପରିବର୍ତ୍ତନ, କମିବ ଶୀତ । ଉତ୍ତର ଦିଗରୁ ପଶ୍ଚିମା ଝଡ଼ ଏବେ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ପାଗରେ ପରିବର୍ତ୍ତନ ଘଟିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ୧ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଘଟିଛି । ଆସନ୍ତା ୨ ଦିନରେ ପାରଦସ୍ତର ଆହୁରି ୨ରୁ ୩…

ଭୟଙ୍କର ରୂପ ନେଇପାରେ ଜଳବାୟୁ ପରିବର୍ତ୍ତନ; ବନ୍ୟା ଆଶଙ୍କା ନେଇ ଚେତାବନୀ

ନୂଆଦିଲ୍ଲୀ: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ (IISc) ଏବଂ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି-କାନପୁରର ନୂତନ ଅଧ୍ୟୟନ ଅନୁଯାୟୀ ଜଳବାୟୁ ପରିବର୍ତ୍ତନ ଯୋଗୁ ବଢୁଛି ଗଙ୍ଗା ନଦୀର ପ୍ରବାହ। ଯାହା ପରେ ଅଧିକ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଥିବା ସୂଚନା ମିଳିଛି।…

ଚୀନ୍‌; ଖରାପ ପାଗ ଯୋଗୁ ଗଲାଣି ୨୧ ଧାବକଙ୍କ ଜୀବନ

ବେଜିଂ: ଚୀନ୍‌ରେ ଅତ୍ୟଧିକ ଥଣ୍ଡା ପାଗ ଅନୁଭୂତ ହେବା ଯୋଗୁ ୨୧ ଜଣ ଧାବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ୨୧ ଜଣ ଧାବକ ଚୀନ୍‌ରେ ଆୟୋଜିତ ୧୦୦ କିଲୋମିଟର କ୍ରସ୍ କଣ୍ଟ୍ରୀ ମାଉଣ୍ଟେନ ରେସରେ ଭାଗ ନେଇଥିଲେ । ଶନିବାର ମଧ୍ୟାହ୍ନରେ ହଠାତ୍ କୁଆପଥର ମାଡ, ତୁଷାରପାତ ଏବଂ ପ୍ରବଳ…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ COP26 ଅଧ୍ୟକ୍ଷ ଆଲୋକ ଶର୍ମା ଏମପି

ନୂଆଦିଲ୍ଲୀ: ମିଳିତ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମେଳନର ଅଧ୍ୟକ୍ଷ ଆଲୋକ ଶର୍ମା ଏମପି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜିଙ୍କୁ ସାକ୍ଷାତ କରିଛନ୍ତି । COP ହେଉଛି ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ବ୍ୟବସ୍ଥା ସମ୍ମିଳନୀ (UNFCCC)ର ନିର୍ଣ୍ଣୟକାରୀ ସଂସ୍ଥା । ଏହାର ୨୬ତମ…

ଜଳବାୟୁ ବିପର୍ଯ୍ୟୟ ହେତୁ ୨୦୫୦ ସୁଦ୍ଧା ଭାରତରେ ୪.୫ କୋଟିରୁ ଅଧିକ ଲୋକ ଘର ଛାଡିବେ

ନୂଆଦିଲ୍ଲୀ: ଦେଶରେ ମରୁଡ଼ି, ବନ୍ୟା ଏବଂ ଅନ୍ୟାନ୍ୟ ଜଳବାୟୁ ପରିବର୍ତ୍ତନ କାରଣରୁ ୨୦୫୦ ସୁଦ୍ଧା ୪.୫ କୋଟିରୁ ଅଧିକ ଲୋକ ସ୍ଥାନାନ୍ତର ହେବାକୁ ବାଧ୍ୟ ହେବେ। 'ଜଳବାୟୁ ନିଷ୍କ୍ରିୟତାର ମୂଲ୍ୟ ବିସ୍ଥାପନ ଏବଂ ସଙ୍କଟ ସ୍ଥାନାନ୍ତରଣ' ରିପୋର୍ଟ ଦକ୍ଷିଣ ଏସିଆର ପାଞ୍ଚଟି ଦେଶର ସ୍ଥିତିର…