ବିପର୍ଯ୍ୟୟ ମୁକାବିଲା ପାଇଁ ଏବେଠୁ ପ୍ରସ୍ତୁତ । ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଅର୍ଥ…
ଭୁବନେଶ୍ୱର: ଆହୁରି ସୁଦୃଢ଼ ହେବ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା । ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ୍ ୯୮ କୋଟି ଟଙ୍କା…