ପୁଣି ଚମକିଲେ ଦୂତୀ ଚାନ୍ଦ, BBCସ୍ପୋର୍ଟସ ୱିମେନ୍ ପୁରସ୍କାର ପାଇଁ ମନୋନୀତ, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୁଣି ଚମକିଲେ ଓଡ଼ିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ । ବିବିସି ଇଣ୍ଡିଆନ ସ୍ପୋର୍ଟ୍ସ ୱିମେନ୍ ଅଫ ଦି ଇୟର ସମ୍ମାନ ପାଇବେ ଦୂତୀ । ଏନେଇ ୫ଜଣ ଖେଳାଳୀ ନୋମିନେଟ୍ ହୋଇଥିବା ବେଳେ ସେଥିରେ ଦୂତୀଙ୍କ ନାଁ ରହିଛି । ଏହି ସମ୍ମାନ ପାଇଁ ଓଡିଶାର ଦୂତୀ ଚାନ୍ଦ, ସୁଟର୍ ମନୁ ଭାକର, ହକି…