ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା, ସ୍କୁଲ ଖୋଲିଲା, ପିଲାଙ୍କ ଖୁସିରେ ମୁଁ ବି ବହୁତ ଖୁସି
ଭୁବନେଶ୍ବର : ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି । ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ, ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…