Latest Odisha News

BREAKING NEWS

Browsing Tag

CM Naveen Patnaik announce

କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା କାଳରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନାରେ ଦେହାନ୍ତ ହେଲେ ମିଳିବ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି । ଏହାଦ୍ୱାରା ରାଜ୍ୟର…

ପୂଜା ଛୁଟି ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ । ପୂଜା ଛୁଟି ପର‌୍ୟ୍ୟନ୍ତ ବନ୍ଦ ରହିବ ସ୍କୁଲ, କଲେଜ । କୋଭିଡ ସ୍ଥିିିତିର ସମୀକ୍ଷା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି…

ହୀତାଧିକାରୀଙ୍କୁ ମିଳିବ ୫ ମାସର ମାଗଣା ଚାଉଳ ଓ ଡାଲି

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ପାଇବେ ୫ ମାସର ମାଗଣା ଚାଉଳ ଓ ଡାଲି । କରୋନା ସଂକ୍ରମଣ ଏବଂ ଏହାର ମୁକାବିଲା ପାଇଁ ଲକଡାଉନ୍ ଓ ସଟଡାଉନ୍ ଗରିବ ଲୋକଙ୍କ ଜୀବନ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି । ତେଣୁ ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁଲାଇରୁ…