ପୌର ନିର୍ବାଚନ: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ। ଆଜି ସକାଳୁ ସକାଳୁ ପୌର ନିର୍ବାଚନ ଆରମ୍ଭ ହୋଇଯାଇଥିବା ବେଳେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । BMCର ୫୩ ନଂ ୱାର୍ଡରେ ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାଲିଛି ପୌର ନିର୍ବାଚନ ପାଇଁ ମତଦାନ ।…