ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉତ୍କର୍ଷ କେନ୍ଦ୍ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭର୍ଚୁଆଲ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଆଦର୍ଶ ବିଦ୍ୟାଳୟ ଭୁବନେଶ୍ବର ଉପକଣ୍ଠରେ ଥିବା ଅନ୍ଧାରୁଆରେ ୨୫ ଏକର…