Latest Odisha News

BREAKING NEWS

Browsing Tag

CM Naveen Patnaik

ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ମିଳିବ ତିନି ଲକ୍ଷ…

ଭୁବନେଶ୍ୱର : ଗତ  କାଲି ବାହୁଡା଼ ଯାତ୍ରା ସମୟରେ  କେନ୍ଦୁଝର  ଜିଲ୍ଲା କେନ୍ଦୁଆ ଗ୍ରାମରେ ଦୁର୍ଘଟଣାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ  ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ  ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ  ପରିବାର…

କେନ୍ଦୁଝର ଟ୍ରକ ଦୁର୍ଘଟଣା , ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଗତ ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ନିକଟରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ହୋଇଥିବା ୫ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ପ୍ରାଣ ହରାଇଥିବା ୫ଜଣ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।…

ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ; ବିଭିନ୍ନ ଉଦ୍ୟୋଗୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ବର : ଆଜି ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୋକିଓରେ ଆୟୋଜିତ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗଦେବା ସହ କ୍ୟୁଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ…

ମୋଦୀଙ୍କ ମାଆ ହୀରାବେନଙ୍କ ପରଲୋକରେ ଶୋକବ୍ୟକ୍ତ କଲେ ନବୀନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଦୀ ଓ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ନବୀନ । Deeply saddened to hear about the demise of #HeerabenModi, mother of…

ହେତୁବାଦୀଙ୍କୁ ଗିରଫ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଧର୍ମ ସଂସ୍କୃତି ଓ ପରମ୍ପରା ସହ ଜଗନ୍ନାଥଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇ ବିବାଦ ଘେରରେ ହେତୁବାଦୀ। ହେତୁବାଦୀଙ୍କୁ ଗିରଫ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ଛତିଶା ନିଯୋଗ । ହେତୁବାଦୀଙ୍କ ଏଭଳି କଥାବାର୍ତ୍ତା ସେବାୟତଙ୍କ ମନରେ ଗଭୀର ଦୁଃଖ ଦେଇଥିବା…

ମାର୍ଚ୍ଚ ୨୦୨୩ ସୁଦ୍ଧା ନୂଆ ବସ ଟର୍ମିନାଲ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ଆନ୍ତ ରାଜ୍ୟ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି  5T ସଚିବ ଭି. କେ. ପାଣ୍ଡିଆନ  । ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲରେ ପ୍ରତିଦିନ  ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ  ଚଳା ଚଳ  ହୋଇଥାଏ  । ଏହା ଏକ…

କାଳିଆ ଯୋଜନାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କାଳିଆ ସହାୟତା ଅର୍ଥ ବଣ୍ଟନ  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ନୂଆଖାଇ ବାର୍ତ୍ତା ପଠାଇଛନ୍ତି । ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ ବୋଲି କହିଛନ୍ତି…

କୋଟିଆରେ ଖୋଲିଲା ଆଦର୍ଶ ବିଦ୍ୟାଳୟ: ମାଗଣା ବସରେ ପିଲା ଗଲେ ସ୍କୁଲ

ଭୁବନେଶ୍ୱର: କୋଟିଆ ଅଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କୋଟିଆରେ ଆରମ୍ଭ ହୋଇଛି ଓଡିଶା ଆଦର୍ଶ ବିଦ୍ୟାଲୟ । କୋଟିଆ ଗ୍ରାମପଂଚାୟତରେ ଖୋଲିଛି ଏହି ଆଦର୍ଶ ବିଦ୍ୟାଳୟ ।…

ନବୀନ କରିବେ ସଂଗଠନରେ ଅଦଳବଦଳ: ବିବାଦୀୟଙ୍କୁ ମିଳିବ ସଂଗଠନ ଦାୟିତ୍ୱ

ଭୁବନେଶ୍ବର: ଓଡ଼ିଶା ରାଜନୀତିରେ ବହୁଦିନରୁ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ସରକାରଙ୍କ ମୁଣ୍ଡବିନ୍ଧା ସାଜିଥିବା ମନ୍ତ୍ରୀମାନଙ୍କୁ ମନ୍ତ୍ରୀମଣ୍ଡଳରୁ ବାହାର କରି ନୂଆ ମନ୍ତୀମଣ୍ଡଳ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁଠୁ ବଡ଼ କଥା ହେଉଛି…

ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ମରେ ଦିଲ୍ଲୀ ଅଭିମୁଖେ ବାହାରିବେ । ତିନି ଦିନର ରହଣି କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟା ସାଢ଼େ ୬ଟାରେ ବିବିସି ସ୍ପୋର୍ଟସ ଆଓ୍ୱାର୍ଡ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ସଂସଦର…