Latest Odisha News

BREAKING NEWS

Browsing Tag

CM Naveen Patnaik

ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ । ଏଥି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କାର୍ଯ୍ୟକ୍ରମ ପାଇଁ ପ୍ରାୟ ୨୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । କାର୍ଯ୍ୟକ୍ରମ ବେଳେ ମୁଖ୍ୟମନ୍ତ୍ରୀଙ୍କଠାରୁ ୩୦ ଫୁଟ୍ ଦୂରତା…

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଏଥି ସହ ତାଙ୍କର ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, 'ପଦ୍ମଶ୍ରୀ ପ୍ରକାଶ ରାଓଙ୍କ…

ଭୁବନେଶ୍ୱର-ପୁନେ ମଧ୍ୟରେ ଖୁବଶୀଘ୍ର ଏୟାର ଏସିଆ ବିମାନ ସେବା

ଭୁବନଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରୁ ପୁନେକୁ ସିଧାସଳଖ ଉଡ଼ିବ ବିମାନ । ଭୁବନେଶ୍ୱର-ପୁଣେ ମଧ୍ୟରେ ଆରମ୍ଭ ହେବ ବିମାନସେବା । ଏୟାର ଏସିଆର ସ୍ୱତନ୍ତ୍ର ବିମାନ ଚଳାଚଳ କରିବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ…

ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ । ଏହାକୁ ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ଅର୍ଥ ବିନିଯୋଗ ହେବ । ୭୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ…

ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ବର୍ତ୍ତମାନ ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ଖୋଲିବାରେ ଲାଗିଛି। ଖୁବଶୀଘ୍ର ଶିକ୍ଷାନୁଷ୍ଠନ ମଧ୍ୟ ଖୋଲିବାକୁ ଯାଉଛି। ଏଭଳି ସ୍ଥିତିରେ ଆଗାମୀ ୨ ମାସ ଯାଏଁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦେଶରେ ଅଗ୍ରଣୀ ରିସର୍ଚ୍ଚ ହବ୍ ଭାବରେ ଉଭା ହେଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ଦେଶରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ରିସର୍ଚ୍ଚ ହବ୍ (ଅନୁସନ୍ଧାନ କ୍ଷେତ୍ରରେ ପେଣ୍ଠସ୍ଥଳ) ଭାବରେ ଉଭା ହେଉଛି ଓଡ଼ିଶା । ଆଇଆଇଏମ୍ ସମ୍ୱଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି,…

IIM ସମ୍ୱଲପୁର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ସମ୍ୱଲପୁର: ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଶ୍ରୀଜଗନ୍ନାଥ ଓ ମାଆ ସମଲେଇଙ୍କୁ ପ୍ରଣାମ କରି ସମ୍ବୋଧନ ଆରମ୍ଭ କରିଛନ୍ତି…

ରାଜ୍ୟରେ ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ । ଆଜି ରାଜ୍ୟରେ ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ସେ ଏହାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୨୭ଟି ଜିଲ୍ଲାକୁ ନୂଆ ଆମ୍ବୁଲାନ୍ସ ଯୋଗାଇ…

ନୂଆବର୍ଷରେ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି ଓ ପ୍ରଗତି କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନଶ୍ୱର: ଓଡ଼ିଶାବାସୀଙ୍କୁ ନୂଆବର୍ଷରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ । ଏନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ…

ଆଜି ବର୍ଷର ଶେଷ କ୍ୟାବିନେଟ ବୈଠକ, ୧୨ ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ । ସନ୍ଧ୍ୟା ସାଢେ଼ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ବସିବ । ଆଜିର ବୈଠକରେ ବିଭିନ୍ନ ବିଭାଗତ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ବର୍ଷର ଶେଷ କ୍ୟାବିନେଟ…