Latest Odisha News

BREAKING NEWS

Browsing Tag

CM Naveen Patnaik

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଇଟ୍ କରି…

ଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା

ଭୁବନେଶ୍ୱର: ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ‘ଶାରଦ ପ୍ରସନ୍ନ ନାୟକ ଗୀତ କବିତା ପୁରସ୍କାର’ । ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏନେଇ…

ରାଜ୍ୟରେ ଲାଗୁ ହେବ ଇ-ମଷ୍ଟର, ଶ୍ରମିକଙ୍କୁ ଅନ୍‌ଲାଇନ୍‌ରେ ମଜୁରୀ ଦେବେ ଠିକା ସଂସ୍ଥା

ଭୁବନେଶ୍ୱର: ରାଜ୍ୟରେ ଲାଗୁ ହେବ ଇ-ମଷ୍ଟର ବ୍ୟବସ୍ଥା । ଅକ୍ଟୋବର ୨ ତଥା ଗାନ୍ଧୀଜୟନ୍ତୀରୁ ଏହା କାର୍ଯ୍ୟକାରୀ ହେବ । ଏହାଦ୍ୱାରା ସବୁ କାର୍ଯ୍ୟରେ ଶ୍ରମିକମାନଙ୍କୁ ଠିକା ସଂସ୍ଥା ଅନ୍‌ଲାଇନ୍‌ରେ ମଜୁରୀ ପ୍ରଦାନ କରିବେ । ସେମାନେ ସର୍ବନିମ୍ନ କେତେ ମଜୁରୀ ଦେଉଛନ୍ତି ସେସବୁ ଉଲ୍ଲେଖ ରହିବ ।…

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର: ଆଜି ବସିଥିବା କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବ ଉପରେ ଲାଗିଛି ମୋହର । ଓଡିଶା ଦ୍ରବ୍ୟ ଓ ସେବାକର ସଂଶୋଧନ ବିଧେୟକକୁ ମଂଜୁରୀ ମିଳିଛି। ଏହା ନିୟମିତ କର ପୈଠ କରୁଥିବା ବ୍ୟକ୍ତିଙ୍କ ପାଇଁ ସୁବିଧା ପାଇଁ ଏଥିରେ ବ୍ୟବସ୍ଥା ରହିଥିବା ବେଳେ ଏହାକୁ ଖିଲାପ କରୁଥିବା ବ୍ୟକ୍ତିଙ୍କ…

ଅଜିତ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁୁବନେଶ୍ୱର: ଓଲିଉଡର ବର୍ଷିଆନ୍ ଅଭିନେତା ଅଜିତ ଦାଶଙ୍କ ଆଜି ପରଲୋକ ହୋଇଛି । ୭୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଜଣେ…

ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପ୍ରଖ୍ୟାତ ଜଲିଉଡ କଳାକାର ମହେନ୍ଦ୍ର ଦାସ ଓରଫ ଭିକୁ ସେଠ୍‌ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ବିଶିଷ୍ଟ ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ଯାତ୍ରା ଜଗତ ପାଇଁ ଏକ ଅପୂରଣୀୟ…

ଉଦ୍‌ଘାଟିତ ହେଲା ବ୍ରହ୍ମପୁରର ରେଲୱେ ଫ୍ଲାଏଓଭର ବ୍ରିଜ

ଭୁବନେଶ୍ୱର: ଉଦ୍‌ଘାଟିତ ହେଲା ବ୍ରହ୍ମପୁର ସହରର ବହୁ ପ୍ରତିକ୍ଷିତ ରେଲୱେ ଓଭରବ୍ରିଜ ।  ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲାଞ୍ଜିପଲ୍ଲୀ-ଇଞ୍ଜିନିୟର ସ୍କୁଲ ମଝିରେ ୨୭.୪୨ କୋଟି ଟଙ୍କାରେ ଏହି ବ୍ରିଜ ନିର୍ମିତ ହୋଇଛି । ସେହିପରି…

ବନ୍ୟା ପ୍ରଭାବିତ ଚାଷୀଙ୍କ ପାଇଁ ୩୦୦ କୋଟି ଟଙ୍କାର ପ୍ୟାକେଜ

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଚାଷୀଙ୍କ ପାଇଁ ୩୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ମାସ ବନ୍ୟାରେ ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କ ନିମନ୍ତେ ଏହି ପ୍ୟାକେଜ ଘୋଷଣା ହୋଇଛି । ସରକାରଙ୍କ ଘୋଷଣା ଅନୁଯାୟୀ, ବନ୍ୟାରେ ୩୩…

ସୁସ୍ଥ ହେଲେ ଲକ୍ଷେରୁ ଉର୍ଦ୍ଧ୍ବ ଆକ୍ରାନ୍ତ: କୋଭିଡ ଯୋଦ୍ଧାଙ୍କ ଉଦ୍ୟମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ମହାମାରୀ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଥିବା ରୋଗୀ ଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଛି । ଏହି ପାଇଁ ଡାକ୍ତର ତଥା ସ୍ୱାସ୍ଥ୍ୟ କର୍ମୀଙ୍କ ଉଦ୍ୟମକୁ ମଙ୍ଗଳବାର ଦିନ ପ୍ରଶଂସା  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । In a momentous occasion in our…

ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ, ଶୋକ ପ୍ରକାଶ କେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ପରଲୋକରେ ନରେନ୍ଦ୍ର ସ୍ୱାଇଁ । ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ୮୧ ବର୍ଷ ବୟସରେ ପୂର୍ବତନ ରାଜ୍ୟସଭା ସାଂସଦଙ୍କ ଦେହାନ୍ତି ହୋଇଛି । ବିଜେଡିର ଏହି ବରିଷ୍ଠ ନେତା ୨୦୧୫ ମସିହା ଡିସେମ୍ବର ୭ତାରିଖରୁ ୨ ଏପ୍ରିଲ୍ ୨୦୨୦…