Latest Odisha News

BREAKING NEWS

Browsing Tag

CM Naveen Patnaik

ଡାକ୍ତରଙ୍କ ଅବସର ବୟସ ୬୨ରୁ ୬୫ ବର୍ଷକୁ ବୃଦ୍ଧି

ଭୁବନେଶ୍ୱର: ଡାକ୍ତରଙ୍କ ଅବସର ବୟୟ ସୀମା ବୃଦ୍ଧି । ୬୨ରୁ ୬୫କୁ ବୃଦ୍ଧି କଲେ ରାଜ୍ୟ ସରକାର । କୋଭିଡ ପରିସ୍ଥିତିରେ ଡାକ୍ତରମାନଙ୍କ ଗୁରୁ ଦାୟିତ୍ବ ରହିଛି। ଏହାକୁ ଦୃଷ୍ଟିରେ ରଖି ଓଏଚଏମଏସ୍ କ୍ୟାଡରର ଡାକ୍ତରମାନଙ୍କ ଅବସର ବୟସକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯାଇଛି । ଏନେଇ…

କାଲିଠୁ ଗଂଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଶୀତଳାପ୍ଲଲି ସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ ରାଜ୍ୟ ସରକାର…

ପ୍ଲାଜମା ଦାନ ପାଇଁ କୋଭିଡ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ଲାଜମା ଦାନ କରିବାକୁ ଯାଉଥିବା କରୋନା ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୁଇଟ କରି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏନଡିଆରଏଫ, ହୋମଗାର୍ଡ , ଅଗ୍ନିଶମବାହିନୀ କର୍ମଚାରୀ ଯେଉଁମାନେ ପ୍ଲାଜମା ଦାନ କରିବାକୁ ନିଷ୍ପତି ନେଇଛନ୍ତି…

ବିଜେଡିର ୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର: ବିଜେଡିର ୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ସାଧାରଣ ସମ୍ପାଦକମାନଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ବଂଟନ କରିଛନ୍ତି ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂତନ ଭାବେ ଦିଆଯାଇଥିବା ଦାୟିତ୍ୱ ମଧ୍ୟରେ ସୁଶାନ୍ତ ସିଂହଙ୍କୁ ସଶକ୍ତ ଓଡିଶାର ଓ…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର : ଗତକାଲି ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତବର୍ଷ ପ୍ରଥମ କରି ଏହି ବିଦ୍ୟାଳୟଗୁଡିକର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବଲାଙ୍ଗିର ପଥରଚେପା ଆଦର୍ଶ ବିଦ୍ୟାଳୟର ଛାତ୍ରୀ…

ନିଯୁକ୍ତି ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ନିଯୁକ୍ତି ପ୍ରସଙ୍ଗ ନେଇ ସେ ଏହି ଚିଠି ଲେଖିଛନ୍ତି । ଆଗାମୀ ୨ ବର୍ଷ ଯାଏଁ ନିଯୁକ୍ତ ବନ୍ଦ ନିଷ୍ପତ୍ତିର ପୁର୍ନବିଜାର କରବାକୁ ସେ ଚିଠିରେ ଅନୁରୋଧ କରିଛନ୍ତି । ଏହାସହ ଅବସରପ୍ରାପ୍ତ…

‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା । କୋଭିଡ ରୋଗୀ ଓ କୋଭିଡ୍ ଯୋଦ୍ଧାମାନଙ୍କ ସହ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ଫିଡ୍‌ବ୍ୟାକ୍ ସଂଗ୍ରହ କରାଯିବ । ଏନେଇ ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଉଚ୍ଛସ୍ତରୀୟ ବୈଠକରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ…

ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ବିଷ୍ଣ ଦାସ ଜଣେ ଲୋକପ୍ରିୟ ରାଜନେତା, ଦକ୍ଷ ସଂଗଠକ ତଥା ପ୍ରଶାସକ ଥିବା ମୁଖ୍ୟମନ୍ତ୍ରୀ ଏକ ଶୋକ ବାର୍ତ୍ତା ଦେଇ କହିଛନ୍ତି । ଏଥି ସହ ମନ୍ତ୍ରୀ,…

ରାତି ୮ରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ । ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚାରିଆଡେ ସ୍ଥିତି ଅଣାୟାତ ହୋଇଛି…

ସରିଲା ରଥଯାତ୍ରା: ସେବାୟତ, ପ୍ରଶାସନ ଓ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ଅନୁମତି ପରେ କରୋନା କଟକଣା ଭିତରେ ସୁରୁଖୁରୁରେ ସରିଲା ରଥଯାତ୍ରା । ନବ ଦିନାତ୍ମକ ରଥଯାତ୍ରା ଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀମନ୍ଦିରରେ ଫେରିବା ପରେ ଟୁଇଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରାରୁ ନୀଳାଦ୍ରି ବିଜେ ପର‌୍ୟ୍ୟନ୍ତ…