Latest Odisha News
Browsing Tag

CM Naveen Patnaik

ବିଜେଡିର ପଦାଧିକାର ତାଲିକା ପ୍ରକାଶ, ୯ ଉପସଭାପତିଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର: ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ଅଦଳ ବଦଳ ହୋଇଛି । ପ୍ରକାଶ ପାଇଛି ଶାସକ ଦଳ ବିଜେଡିର ପଦାଧିକାର ତାଲିକା । ଏଥର ନୂଆ ଫରମାଟ୍ ଆରମ୍ଭ ହୋଇଛି । ପ୍ରଥମ ଥର ପାଇଁ ଦଳରେ ବରିଷ୍ଠ ଉପସଭାପତିଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ୮ ଜଣଙ୍କୁ ବରିଷ୍ଠ ଉପସଭାପତି…

ଜୁଲାଇରେ କରୋନା ମୁକାବିଲା ଲାଗି ସରକାରଙ୍କ ରଣନୀତି; ଜିଲ୍ଲାପାଳ, ଏସପିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ଜୁଲାଇ ମାସରେ କରୋନା ମହାମାରୀର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଣନୀତି ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ  ସୋମବାର ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ  ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ…

ରଥଯାତ୍ରା ଭଳି ଶୃଙ୍ଖଳିତ ହେଉ ବାହୁଡା ଯାତ୍ରା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରଥଯାତ୍ରା ସୁରୁଖୁରୁରେ ସରିଲା । ଆଗକୁ ବାହୁଡା ଯାତ୍ରା । ରଥଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡା ଯାତ୍ରା ମଧ୍ୟ ଶୃଙ୍ଖଳାର ସହ ସାରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ନେଇ ଭିଡିଓ କନଫରେନ୍ସିଂରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ…

କୋଭିଡ୍ ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଆମର ପ୍ରସ୍ତୁତି ଗତିଶୀଳ, ସମାଗ୍ରିକ ଓ ଭାଗିଦାରୀ…

ଶେଷ ହେଲା ଗୁଣ୍ଡିଚା ଯାତ୍ରା, ସାଧୁବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ସରିଲା ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା । ଆଇନ ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଶେଷକରି ପୁରୀ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ପୋଲିସ ପ୍ରଶାସନ ଓ…

ରଥଯାତ୍ରା ଆୟୋଜନ ବଡ ଚ୍ୟାଲେଞ୍ଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି । କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ନବୀନ । ସେ କହିଛନ୍ତି, ରଥଯାତ୍ରା ପାଇଁ ପ୍ରଶାସନ ସବୁ ପ୍ରସ୍ତୁତି କରି ସାରିଛି…

ଜୟ ଜଗନ୍ନାଥ, ପାଳନ ହେବ ରଥଯାତ୍ରା: ରାଜ୍ୟ ସରକାର

ଭୁବନେଶ୍ୱର: ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଟ୍ୱିଟ୍ କରିଛନ୍ତି । ଟ୍ୱିଟ୍ କରି ନବୀନ ଜୟ ଜଗନ୍ନାଥ ବୋଲି ଲେଖିଛନ୍ତି । ସନ୍ଧ୍ୟା ୫ଟାରେ ପୁରୀରେ ରଥଯାତ୍ରା ସ୍ଥିତର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଜୟ ଜଗନ୍ନାଥ ? Jai Jagannath ?…

ଟ୍ରେନ୍ ଓ ବିମାନ କଟକଣା ଜାରି ରହୁ: ପ୍ରସ୍ତାବ ରଖିଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ଜରିଆରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆଲୋଚନା ବେଳେ କେନ୍ଦ୍ର ନିକଟରେ ନବୀନ କେତେକ ପ୍ରସ୍ତାବ ରଖିଛନ୍ତି । ଓଡ଼ିଶାକୁ ଲକ୍ଷାଧିକ ସଂଖ୍ୟାରେ…

ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି ସ୍ୱର୍ଗତ ଦତ୍ତଙ୍କ ଶୋକ ସନ୍ତପ୍ତ ପରିବାରବର୍ଗକୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି । ଏଥି ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।…

ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ୫ ଜିଲ୍ଲାକୁ ସଜାଗ ରହିବାକୁ ପରାମର୍ଶ

ଭୁବନେଶ୍ୱର: ଓଡିଶାରେ ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ବୈଠକରେ ପଙ୍ଗପାଳର ସ୍ଥିତି ଓ ଏହାର ମୁକାବିଲା ନେଇ ଆଲୋଚନା ହୋଇଛି । ବର୍ତ୍ତମାନ ପବନର ବେଗ ଯୋଗୁଁ ଛତିଶଗଡରୁ ପୁଣି ମଧ୍ୟପ୍ରଦେଶ ଅଂଚଳକୁ ଚାଲିଯାଇଛନ୍ତି ପଙ୍ଗପାଳ ଦେଳ । ତେବେ…