Latest Odisha News

BREAKING NEWS

Browsing Tag

CM Naveen Patnaik

ନବୀନ କରିବେ ସଂଗଠନରେ ଅଦଳବଦଳ: ବିବାଦୀୟଙ୍କୁ ମିଳିବ ସଂଗଠନ ଦାୟିତ୍ୱ

ଭୁବନେଶ୍ବର: ଓଡ଼ିଶା ରାଜନୀତିରେ ବହୁଦିନରୁ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ସରକାରଙ୍କ ମୁଣ୍ଡବିନ୍ଧା ସାଜିଥିବା ମନ୍ତ୍ରୀମାନଙ୍କୁ ମନ୍ତ୍ରୀମଣ୍ଡଳରୁ ବାହାର କରି ନୂଆ ମନ୍ତୀମଣ୍ଡଳ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁଠୁ ବଡ଼ କଥା ହେଉଛି…

ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ମରେ ଦିଲ୍ଲୀ ଅଭିମୁଖେ ବାହାରିବେ । ତିନି ଦିନର ରହଣି କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟା ସାଢ଼େ ୬ଟାରେ ବିବିସି ସ୍ପୋର୍ଟସ ଆଓ୍ୱାର୍ଡ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ସଂସଦର…

ଲୋକପ୍ରିୟ ମୁଖ୍ୟମନ୍ତ୍ରୀ: ପୁଣି ନବୀନ ନମ୍ବର ଓ୍ୱାନ୍

ଭୁବନେଶ୍ୱର: ପୁଣି ନବୀନ ନମ୍ବର ଓ୍ୱାନ୍ । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ୱୋକଙ୍କ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତାରେ ଦେଶରେ ସବୁଠୁ ଅଧିକ । ମୁଖ୍ୟମନ୍ତ୍ରୀ ଭାବରେ ଓଡ଼ିଶାର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ନବୀନ ପଟ୍ଟନାୟକ । ଇଣ୍ଡିଆ…

ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ…

ଚଳିତବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ୍, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସୁଛି ଚଳିତବର୍ଷର ରାଜ୍ୟ କ୍ୟାବିନେଟର ପ୍ରଥମ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟା ୪୫ ମିନିଟରେ ବୈଠକ ବସିବ । ଭିଡିଓ କନଫରେନ୍ସିଂରେ କ୍ୟାବିନେଟ ବୈଠକରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର…

ଆଜି ଉଠା ଦୋକାନୀଙ୍କୁ କୋଭିଡ୍ ସହୟତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଅନେକଙ୍କ ଜୀବନଜୀବିକା ଉପରେ ପ୍ରଭାବ ପକାଇଛି । ରାଜ୍ୟରେ ବିଶେଷ ଭାବରେ ପ୍ରଭାବିତ ହୋଇଛନ୍ତି ଉଠା ଦୋକାନୀ । ଆଜି ସେମାନଙ୍କୁ କୋଭିଡ୍ ସହାୟତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ରାଶି ବଣ୍ଟର ଆଜି ଶୁଭାରମ୍ଭ କରିବେ…

ମହାନଦୀରେ ଦୀର୍ଘତମ ଟି-ସେତୁ ଲୋକାର୍ପିତ, ୪୫ କିମି ଦୂରତ୍ୱ କମିବ

କଟକ: ମହାନଦୀ ଉପରେ ବହୁ ପ୍ରତିକ୍ଷୀତ ଟି-ସେତୁ ଲୋକାର୍ପିତ ହୋଇଛି । ଏହି ଦୀର୍ଘତମ ସେତୁର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଜିଲ୍ଲା ଗୋପୀନାଥପୁର-ସିଂହନାଥ ପୀଠ-ବୈଦେଶ୍ୱରକୁ ସଂଯୋଗ କରୁଛି ସେତୁ । ନିର୍ମାଣ କାମରେ ଖର୍ଚ୍ଚ ହୋଇଛି ୧୧୧ କୋଟି ଟଙ୍କା । ଏହି…

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଉଦ୍‌ଘାଟିତ, ଉପାନ୍ତରେ ଉତ୍ତମ ଚିକିତ୍ସା ସୁବିଧା

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ଲେଖିଲା ନୂଆ ଇତିହାସ । ଆଜି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବାର ଉଦଘାଟନ କରିଛନ୍ତି ନବୀନ ପଟ୍ଟନାୟକ । ଏହି ନୂଆ ଯୋଜନାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଡାକ୍ତରୀ ଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର…

କଥା ରଖିଲେ ମୁଖ୍ୟମନ୍ତ୍ରୀ, ପଞ୍ଚାୟତ ପ୍ରତିନିଧିଙ୍କୁ ପ୍ରସାଦ ବାଣ୍ଟିଲେ

ଭୁବନେଶ୍ବର : ଆଜି ଗଞ୍ଜାମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ତାରାତାରିଣୀ ପୀଠରେ…

ଗଞ୍ଜାମ ଜିଲ୍ଲାବାସୀଙ୍କୁ ମିଳିବ BSKY ସ୍ମାର୍ଟ କାର୍ଡ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ପୁରୁଷୋତ୍ତମପୁରରେ ପହଞ୍ଚି ମା’ ତାରାତାରିଣୀଙ୍କ ଦର୍ଶନ କରିବେ । ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।…