Latest Odisha News

BREAKING NEWS

Browsing Tag

CM Naveen Patnaik

ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ରାଜ୍ୟର ସଂଖ୍ୟା ଲଘୁ ସମ୍ପ୍ରଦାୟର ଧର୍ମାନୁଷ୍ଠାନ ଗୁଡିକର ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର ପ୍ରଦାନ କରିଛନ୍ତି । ସ୍ପେଶାଲ୍ ପ୍ରୋବଲେମ୍ ଫଣ୍ଡରୁ୧୬ କୋଟି ଟଙ୍କା ପ୍ରଦାନ କରାଯିବାକୁ ଥିବାବେଳେ ତନ୍ମମଧ୍ୟରୁ…

ତପ୍ତପାଣି ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଂଜାମ: ଗଂଜାମ ଜିଲ୍ଲା ତପ୍ତପାଣି ବସ୍ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପ୍ରତି ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।ଏଥିସହ…

ଓଡିଶା ବିଧାନସଭାରେ ବାଧ୍ୟତାମୂଳକ ହେଉ ଓଡିଆ ଭାଷା: ରାଜ୍ୟ ବିଜେପି

ଭୁବନେଶ୍ୱର: ରାଜ୍ୟ ବିଧାନସଭାରେ ଓଡିଆ ଭାଷାକୁ ବାଧ୍ୟତାମୂଳକ କରିବା ଲାଗି ଓଡିଶା ସରକାରଙ୍କୁ ଅନୁରୋଧ କରିଛି ବିଜେପି । ଏନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖି ଅନୁରୋଧ କରିଛନ୍ତି । ବିଧାନସଭାରେ କୌଣସି ପ୍ରକାର ଓଡିଆ ଭାଷାର…

ଚାଷୀ ହିଁ ଦେଶ ଓ ଅର୍ଥନୀତିର ପ୍ରକୃତ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଜନତା ମଇଦାନ ଠାରେ ‘କୃଷି ଓଡିଶା ୨୦୨୦’ର ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି “ଆମେ ଚାହୁଁଛୁ ମୋ ରାଜ୍ୟରେ ଚାଷୀ ସମ୍ମାନର ସହ ବଞ୍ଚି ରହୁ । ନୂଆ ନୂଆ ବୈଷୟିକ କୌଶଳ ପ୍ରୟୋଗ କରି…

କ୍ରୀଡା କ୍ଷେତ୍ରରେ ପୁଞ୍ଜି ନିବେଶ ଲାଗି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର: ଷ୍ଟାଟଅପ୍ସ ତଥା ଉଦ୍ୟୋଗୀମାନଙ୍କୁ କ୍ରୀଡା କ୍ଷେତ୍ରରେ ପୁଞ୍ଜିନିବେଶ କରିବା ଲାଗି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ କରିଛନ୍ତି । ଭାରତରେ ପ୍ରଥମ ଥର ଲାଗି କ୍ରୀଡା ଓ ନବୋନ୍ମେଷ ଉତ୍ସବ ‘ସ୍ପୋର୍ଟ୍ସ ଆଇଟି-୨୦୨୦’ ରବିବାର ଦିନ ଉଦଯାପିତ ହୋଇଯାଇଛି । ଓଡିଶା…

ଜେଏନୟୁରେ ଛାତ୍ରଙ୍କୁ ଆକ୍ରମଣ ଘଟଣାର ନିନ୍ଦା କଲେ ନବୀନ

ଭୁବନେଶ୍ୱର: ଜବାହାରଲାଲ୍ ନେହରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କ୍ୟାମ୍ପସରେ ଗତକାଲି ଛାତ୍ରଛାତ୍ରୀମାନଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖବ୍ୟକ୍ତ କରିଛନ୍ତି । ଜବାହାରଲାଲ୍ ନେହରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କ୍ୟାମ୍ପସରେ ରବିବାର…

ଆରପାରିରେ ନବୀନଙ୍କ ଭିଣୋଇ ସୋନି ମେହେଟ୍ଟା

ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଭିଣୋଇ ତଥା ଗୀତା ମେହେଟ୍ଟାଙ୍କର ସ୍ୱାମୀ ସୋନିଙ୍କର ଗତକାଲି ଦେହାନ୍ତ ଘଟିଛି । ସେ ଜଣେ ଅନ୍ତର୍ଜାତୀୟ ପ୍ରକାଶକ ଓ ସମ୍ପାଦକ ଭାବେ ମଧ୍ୟ ବେଶ ପରିଚିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା । ଏନେଇ…

ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୦ ଜଣ ଯୁକ୍ତ ଦୁଇର ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ୍ ବଣ୍ଟନ କରିବା ସହ ସେମାନଙ୍କର…

ବିଦେଶାଗତ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ହେଉଛି ବାଲୁକାକଳା ଉତ୍ସବ । ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିବା ବିଦେଶୀ ବାଲୁକାଶିଳ୍ପୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧନା କରିଛନ୍ତି । ଲୋକସେବା ଭବନରେ ଗୁରୁବାର ଦିନ ଉପସ୍ଥିତ…

୩୩ ଓଏଏସ ଅଧିକାରୀଙ୍କୁ ଆଇଏଏସ ର‌୍ୟାଙ୍କକୁ ପଦୋନ୍ନତି କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଚଳିତ ବର୍ଷ ମାତ୍ର ୬ ନୂଆ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କୁ ଓଡିଶା କ୍ୟାଡର ବିଭାଗ ଦିଆଯାଇଥିବା ନେଇ ସୋମବାର ଦିନ ବିଧାନସଭାରେ ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ବିଧାୟକ ଚକ୍ରଧର କହଁରଙ୍କ ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ…