Latest Odisha News

BREAKING NEWS

Browsing Tag

CM Naveen Patnaik

୮୩୦୦ କୋଟି ଟଙ୍କା ଅତିରିକ୍ତ ବଜେଟକୁ ମଞ୍ଜୁର କଲେ ଓଡିଶା ସରକାର

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ମନ୍ତ୍ରୀ ପରିଷଦ ବୈଠକରେ ୮୩୦୦ କୋଟି ଟଙ୍କା ଅତିରିକ୍ତ ବଜେଟ୍ ମଞ୍ଜୁର କରାଯାଇଛି । ରାଜ୍ୟ ସଚିବାଳୟରେ ଶୀତକାଳୀନ ଅଧିବେଶନକୁ ଉଦଘାଟନ କରିବା ସହ ଅର୍ଥମନ୍ତ୍ରୀ…

ବିଜେପୁରରେ ଐତିହାସିକ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା ସାହୁ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ରୀତା ସାହୁ ଐତିହାସିକ ବିଜୟ ଲାଭ କରିବା ପରେ ଶୁକ୍ରବାର ଦିନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ରୀତା ନିଜ ସମର୍ଥକଙ୍କ ଗହଣରେ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ…

ବିଜେପୁରରେ ନବୀନଙ୍କ ଜୋରଦାର୍ ପ୍ରଚାର

ବରଗଡ: ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକି ରହିଥିବାବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ଲାଗି ନିର୍ବାଚନୀ ପ୍ରଚାର କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ…

‘ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ’ ଅବସରରେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ନବୀନଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।…

ଉଚ୍ଛେଦ ହେଲା ‘ଗାର୍ଡ ଅଫ୍ ଅନର’ ବ୍ୟବସ୍ଥା

ଭୁବନେଶ୍ୱର: ରାଜ୍ୟରେ ‘ଗାର୍ଡ ଅଫ୍ ଅନର’/ ହାଉସ ଗାର୍ଡ ବ୍ୟବସ୍ଥା ଉଚ୍ଛେଦ କରିବା ଳାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଏଥର କେବଳ ସାଧାରଣତନ୍ତ୍ର ଦିବସ, ସ୍ୱାଧୀନତା ଦିବସ ଏବଂ ଉତ୍କଳ ଦିବସ ପାଳନ ଅବସରରେ ନିମନ୍ତ୍ରିତ…