Latest Odisha News

BREAKING NEWS

Browsing Tag

CM Naveen Patnaik

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ଅତିରିକ୍ତ ଚାଉଳ । ହିତାଧିକାରୀ ପିଛା ମାସକୁ ୫ କେଜି ଅତିରିକ୍ତ ଚାଉଳ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ…

ବାଲେଶ୍ୱରବାସୀଙ୍କୁ ଆଜି ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଆଜି ଯୋଡ଼ି ହେବ ବାଲେଶ୍ୱର ଜିଲ୍ଲା । ଆଜି ବାଲେଶ୍ୱର ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ପୋଲସ୍ ଲାଇନ୍ ପଡ଼ିଆରେ ଆୟୋଜିତ ହୋଇଛି ସ୍ୱତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଝାରସୁଗୁଡ଼ାର ହୀରାକୁଦ ବିସ୍ଥାପିତଙ୍କୁ ଦିଆଯିବ ଘରଡିହ

ଝାରସୁଗୁଡ଼ା: ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ । ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାର ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବେ ସରକାର । ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମୋ କଲେଜ ଅଭିଯାନ: ପ୍ରଥମ ପର୍ଯ୍ୟାୟରେ ଦେଢ଼ କୋଟି ଅନୁଦାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋ ସ୍କୁଲ ପରେ ମୋ କଲେଜ ଅଭିଯାନରେ ଝଲସିବ ରାଜ୍ୟର ବିଭିନ୍ନ କଲେଜ । ଉନ୍ନତ ଶୈଖିକ ବାତାବରଣ ସୃଷ୍ଟି ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ରୂପାନ୍ତରଣ କରାଯିବ । ଏଥିପାଇଁ ମୋ କଲେଜ ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ଦେଢ଼ କୋଟି ଟଙ୍କାର ଅନୁଦାନ…

‘ମୋ କଲେଜ’ ପ୍ରକଳ୍ପ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ କଲେଜ’ ପାଇଁ ମଞ୍ଜୁର ହୋଇଥିବା ପ୍ରକଳ୍ପଗୁଡ଼ିକର ବଣ୍ଟନ ଅଭିଯାନ । ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ଟି ଶିକ୍ଷାନୁଷ୍ଠାନକୁ…

୭୬ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜନନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ଆଜି ୭୬ ବର୍ଷରେ ପଦାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳନ କରୁ ନାହାନ୍ତି ମୁଖ୍ୟମନ୍ତ୍ରୀ । ଆଜି ନବୀନ ନିବାସ ନଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଓ ରକ୍ତଦାନ ଭଳି…

ଆଜି ବ୍ରହ୍ମଗିରି ଯିବେ ମୁଖ୍ୟମନ୍ତ୍ରୀ, BSKYରେ ସ୍ମାର୍ଟ କାର୍ଡ ବାଣ୍ଟନର ଶୁଭାରମ୍ଭ କରିବେ

ପୁରୀ: ଆଜିଠୁ ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏଥିସହ ବ୍ରହ୍ମଗିରି ବିକାଶ ପାଇଁ ପ୍ରାୟ ହଜାରେ କୋଟି ଟଙ୍କାର ବିଭିନ୍ନ…

ଗଜପତି ଜିଲ୍ଲାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଭେଟିଦେଲେ ୮୨୦ କୋଟିର ପ୍ରକଳ୍ପ

ପାରଳାଖେମୁଣ୍ଡି: ଦିନିକଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗଜପତି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତି ଜିଲ୍ଲାରେ ୧ଲକ୍ଷ ୩୬ ହଜାର ପରିବାରକୁ BSKY ସ୍ମାର୍ଟକାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।…

ଆଜି ଗଜପତି ଜିଲ୍ଲା ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ BSKY ସ୍ମାର୍ଟ ହେଲଥ କାର୍ଡ

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କର ମାରାଥନ୍ ଜିଲ୍ଲା ଗସ୍ତ । ଆଜି ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି । ସକାଳ ୧୧ଟାରେ ସେ ପାରଳାଖେମୁଣ୍ଡି ହେଲିପ୍ୟାଡରେ…

ବାତ୍ୟା ମୁକାବିଲାର ଭିଡିଓ କନଫରେନ୍ସିଂରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ରାଜ୍ୟରେ ଜୋରଦାର ଚାଲିଛି ପ୍ରସ୍ତୁତି । ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନେ ଆଲର୍ଟରେ ଅଛନ୍ତି । ସ୍ଥିତି ଉପରେ ନଜର ରଖିଛନ୍ତି । ଆଜି ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ଭିଡିଓ କନଫରେନ୍ସିଂରେ ସ୍ଥିତି…