Latest Odisha News

BREAKING NEWS

Browsing Tag

CM Naveen Patnaik

ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୁନ୍ଦରଗଡ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଆଇଜିଏଚ୍‌ ସୁପର…

‘ମୋ ବସ୍’ର ୨ଟି ଅତ୍ୟାଧୁନିକ ଡିପୋର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ‘ମୋ ବସ୍’ର ଦୁଇଟି ଡିପୋକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଭୁବନେଶ୍ୱର ପଟିଆ ଓ ଅନ୍ୟଟି ଭଗବାନପୁରରେ ରହିଛି । ସନ୍ଧ୍ୟା ୫ଟାରେ ଏହାର ଉଦଘାଟନ କାର୍ଯ୍ୟକ୍ରମ ରହିଛି । ‘ମୋ ବସ୍’ ପାଇଁ କରାଯାଇଥିବା ଦୁଇଟି ଅତ୍ୟାଧୁନିକ ଡିପୋ ମଧ୍ୟରେ ବସ୍…

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି: ଛାତ୍ରଛାତ୍ରୀଙ୍କୁ ସ୍ନାତକ ଶେଷ ସେମିଷ୍ଟାର ମାର୍କ ସିଟ୍…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଓଡ଼ିଶାରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କୁ ଫାଇନାଲ୍ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ୍ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବାକୁ ସେ ଅନୁରୋଧ…

ଆଜି ଗଞ୍ଜାମ ଜିଲ୍ଲାରେ ୧୦ ଟି ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ସ୍କୁଲର ରୂପାନ୍ତରୀକରଣର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏ ସ୍ମାର୍ଟ ସ୍କୁଲର ଲୋକାର୍ପଣ କରିବେ । ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୦ ତାରିଖ ଭିତରେ…

ଦକ୍ଷତା ବିକାଶ ଅନୁଷ୍ଠାନର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦକ୍ଷତା ବିକାଶ ଅନୁଷ୍ଠାନ ଭୁବନେଶ୍ୱର ସ୍ଥାୟୀ କ୍ୟାମ୍ପସ୍ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଯାଇଛି । ଏହି ଅବସରରେ ରାସାୟନିକ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇସିଟି)-ଆଇଓସି (ଇଣ୍ଡିଆନ ଅଏଲ)…

ବାଣପୁର ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ସହାୟତା ରାଶି । ଏଥିସହ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ…

କୋଭିଡ୍ ପରିଚାଳନାରେ ନବୀନ ପଟ୍ଟନାୟକ ଦେଶରେ ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନାରେ ଦେଶରେ ପୁଣି ଓଡ଼ିଶା ପ୍ରଥମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ୍ଷେତ୍ରରେ ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ ହୋଇଛି । ଇଣ୍ଡିଆ ଟୁଡେ ଦ୍ୱାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ୍ ସର୍ଭେରେ ଦେଶରେ କୋଭିଡ୍ ପରିଚାଳନାରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆ ରୂପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ…

ଭୁବନେଶ୍ୱର: ୭୫ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ । ଏଥିପାଇଁ ରାଜ୍ୟର ୯୬ ଲକ୍ଷ…

ଓଡ଼ିଶାକୁ ସାର ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି । ଓଡିଶାକୁ ସାର ଯୋଗାଣ ନେଇ ମନସୁଖ ମାଣ୍ଡଭିୟଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ । ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ମେ, ଜୁନ୍ ଓ ଜୁଲାଇ ମାସରେ କମ୍ ସାର ଯୋଗାଣ ହୋଇଛି । ଖରିଫ ଋତୁ ସମୟରେ…

ରାଜ୍ୟରେ ୬୩ହଜାର ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାଦ୍ୱାରା ରାଜ୍ୟର ୬୩ହଜାର…