Latest Odisha News

BREAKING NEWS

Browsing Tag

CM Naveen Patnaik

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଭର୍ଚୁଆରେ ନବୀନ ନିବାସରୁ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । ଆଜିର ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା…

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ମାଗଣା MRI ଓ ସିଟି ସ୍କାନ ସେବା ଲୋକାର୍ପିତ

କଟକ: କର୍କଟ ରୋଗୀଙ୍କୁ ମିଳିବ ଉନ୍ନତମାନର ଚିକିତ୍ସା ସୁବିଧା। ଆଜି କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଗବେଷଣା ଅନୁଷ୍ଠାନରେ ଏମଆରଆଇ ଓ ସିଟି ସ୍କାନ ସେବା ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ…

ଅଲମ୍ପିକ୍ସରେ ପଦକ ବିଜେତା ଓଡ଼ିଆଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ଟୋକିଓ ଅଲମ୍ପିକ୍ସରେ ଯୋଗ ଦେବାକୁ ଥିବା ଓଡ଼ିଆ କ୍ରୀଡାବିତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କୁ ଉତ୍ସାହିତ କରିବ ସହ ଶୁଭେଚ୍ଛା ଜଣାଇଛନ୍ତି । ଘୋଷଣା କରିଛନ୍ତି ମେଡାଲ ବିଜେତାଙ୍କ ପାଇଁ ପୁରସ୍କାର ରାଶି। ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରତି…

ବାପା ମାଆଙ୍କୁ ହରାଇଥିବା ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଆଶୀର୍ବାଦ’, ୩ଟି ବର୍ଗରେ ସହାୟତା

ଭୁବନେଶ୍ୱର: ବାପା ମାଆ କିମ୍ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ପିଲାଙ୍କ ପାଇଁ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ଆଶୀର୍ବାଦ । ଏଥିରେ ଆର୍ଥିକ ଓ ଅନ୍ୟାନ୍ୟ ସହାୟତା ପ୍ରଦାନ କରାଯିବ । ଏହି ଯୋଜନାରେ ଯୋଗ୍ୟ ଶିଶୁମାନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି । ଏଗୁଡ଼ିକ ହେଲା…

ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଲକ୍‌ଡାଉନ ଓ ସଟ୍‌ଡାଉନ ଘୋଷଣା କରାଯାଇଛି । କେବଳ ଅତ୍ୟାବଶ୍ୟକ ଜିନିଷ କିଣିବା ପାଇଁ ଦୋକାନଗୁଡିକୁ ଛାଡି ଦେଲେ ଅନ୍ୟ ସବୁ ଦୋକାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ରହିଛି । ଏସବୁ ଭିତରେ ବିଶେଷ କରି ସହରାଞ୍ଚଳରେ ଉଠାଦୋକାନ କରି…

ଓଡ଼ିଶାକୁ ଜାତିସଂଘର ତାରିଫ: ବିପର୍ଯ୍ୟୟ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ମଡେଲ୍ ହୋଇଛି । ସାରା ବିଶ୍ୱରେ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ଓ ମୁକାବିଲା ରଣନୀତିର ଚର୍ଚ୍ଚା । ପୁଣି ଥରେ ଓଡ଼ିଶାକୁ ତାରିଫ କରିଛି ଜାତିସଂଘ । ବିପର୍ଯ୍ୟୟ ପରିଚାଳନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଜାତିସଂଘର…

ନବୀନଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ଦୁଇ ବର୍ଷ, ଆଜି ବସୁଛି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ଦଇ ବର୍ଷ ପୂରିଛି । ଏହି ସମୟ ଭିତରେ ରାଜନୈତିକ ସ୍ତରରେ ଅନେକ ସଫଳତା ହାସଲ କରିଛନ୍ତି । ଅନେକ ଜନକଲ୍ୟାଣକାରୀ ଯୋଜନାର ପ୍ରଚଳନ ସହ ବିକାଶମୂଳକ କାମ କରି ଲୋକଙ୍କ ବିଶ୍ୱାସ ଜିଣିଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଚମ ପାଳିରେ ସରକାର କରୋନା…

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ‘ୟାସ୍’ ପ୍ରଭାବିତ ଅଞ୍ଚଳକୁ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁଧବାର ଅତି ଭୀଷଣ ବାତ୍ୟା ‘ୟାସ୍’ ବାଲେଶ୍ୱର, ଭଦ୍ରକ ସହ କେନ୍ଦ୍ରାପଡ଼ା ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା । ଧାମରା ନିକଟ ରେମୁଣା-ବାହାନଗା ଅଞ୍ଚଳରେ ବାତ୍ୟା ଲ୍ୟାଣ୍ଡଫଲ୍…

ବାତ୍ୟା ମୁକାବିଲା: ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ସରକାର ଦମ୍ ଲଗାଇ ଦେଇଛନ୍ତି । ପ୍ରଭାବିତ ଆଶଙ୍କା ଥିବା ୪ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ତଳି ଅଞ୍ଚଳ ଓ ବିପଦ ଆଶଙ୍କା ଥିବା ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଉଛି । ବିଦ୍ୟୁତ ଯୋଗାଣକୁ ଫୋକସ୍ ବି…

ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ, ବାତ୍ୟା ନେଇ କରିପାରନ୍ତି ସତର୍କ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ଟାରେ ବେଳେ ଭିଡିଓ ବାର୍ତ୍ତା ଦେବେ ମୁଖ୍ୟମନ୍ତ୍ରୀ । କଣ କହିବେ ତାଉପରେ ନଜର ରହିଛି । ବାତ୍ୟା ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ପାରନ୍ତି । ଓଡ଼ିଶା ଉପକୂଳରେ ବାତ୍ୟାର…