Latest Odisha News

BREAKING NEWS

Browsing Tag

CM Naveen Patnaik

ଫେରିଛି ମହାମାରୀ ଭୟ: ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଣି ଥରେ କଡ଼ ଲେଉଟାଇଛି କରୋନା । ଦୈନିକ ସଂକ୍ରମଣ ବଢୁଛି । ଗତ କିଛି ଦିନ ହେବ ରାଜ୍ୟରେ ଶହେ ଉପରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥିତି ଉପରେ ନଜର ରଖିଛନ୍ତି ସରକାର । ଆଜି ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର: ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା, ଶୁଭାରମ୍ଭ କଲେ…

ଭୁବନେଶ୍ଵର: ଡାଏଲ୍ ୧୧୨ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ।…

ବିଜେପି ବିଧାୟକଙ୍କୁ ଆଲୋଚନାରେ କି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ମଣ୍ଡିରୁ ଧାନ ଉଠିାଇବା ଓ ବିଧାନସଭା ଅଚଳାବସ୍ଥା ସମ୍ପର୍କରେ ବିଜେପି ବିଧାୟକଙ୍କ ସହ ନବୀନ ନିବାସରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହର ନେତାଙ୍କୁ ଭେଟି ଆଲୋଚନା କରିଛନ୍ତି ବିଜେପି ବିଧାୟକ । ଆଜି ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଛନ୍ତି ନୂଆ ନୂଆ ଆକ୍ରାନ୍ତ । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…

ନୂଆପଡ଼ା ଜିଲ୍ଲାକୁ ନବୀନଙ୍କ ଭେଟି, ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତିଖାଲିରେ ନିର୍ମିତ ହେଲିପ୍ୟାଡରେ ପହଞ୍ଚିଥିଲା । ସେଠାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ…

ହସିବ ପଶ୍ଚିମ ଓଡ଼ିଶାର ଚାଷ ଜମି, ଆଜି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ  

ନୂଆପଡ଼ା: ଚାଷ ପାଇଁ ଆଉ ରହିବନି ଜଳ କଷ୍ଟ । ପଡ଼ିଆ ପଡ଼ିବନି ଏକର ଏକର ଚାଷ ଜମି । ପଶ୍ଚିମ ଓଡ଼ିଶାର ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାର ଚାଷ ଜମିକୁ ଜଳସେଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିବେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନୂଆପଡା ଗସ୍ତରେ ଯିବେ । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଗସ୍ତ ସମୟରେ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୧୧ଟା ୧୦ ମିନିଟ୍‌ରେ…

ପିପିଲି ଓ ଡେଲାଙ୍ଗବାସୀଙ୍କୁ ୭୦ କୋଟିର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସହ କଥା ହେଲେ

ଭୁବନେଶ୍ୱର: ପିପିଲି ଓ ଡେଲାଙ୍ଗବାସୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇଟି ବ୍ଲକକୁ ମୁଖ୍ୟମନ୍ତ୍ରୀ ଭେଟି ଦେଇଛନ୍ତି ମୋଟ୍ ୭୦ କୋଟି ଟଙ୍କାର ପ୍ରକଳ୍ପ । ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ପିପିଲି ଓ ଡେଲାଙ୍କବାସୀଙ୍କ ସହ କଥା…

ପିପିଲି ଓ ଡେଲାଙ୍ଗ ଜନସାଧାରଣଙ୍କ ସହ ଆଜି କଥା ହେବେ ମୁଖ୍ୟମନ୍ତ୍ରୀ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆରମ୍ଭ ହେଲାଣି ସଜବାଜ । ରାଜନୈତିକ ଦଳ ଗୋଟି ଚାଳନା ଆରମ୍ଭ କରିଛନ୍ତି । ଆଜି ଡେଲାଙ୍ଗ ଓ ପିପିଲି ଜନସାଧରଣଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ସମସ୍ୟା ଓ ସୁଖ ଦୁଃଖ ପଚାରି ବୁଝିବେ ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂରେ ଏହି…

ନୀତି ଆୟୋଗ ବୈଠକରେ ରାଜ୍ୟ ଓ ଦେଶର ସ୍ୱାର୍ଥ ସମ୍ୱଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ…

ନୂଆଦିଲ୍ଲୀ: ନିତି ଆୟୋଗ ବୈଠକରେ ଯୋଗ ଦେଇ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ସବୁ ଅପରାଧକୁ ଏବେ ରାଜନୀତିକରଣ କରାଯାଉଛି । ସେହିପରି ନିର୍ବାଚିତ ସରକାରଙ୍କ ପ୍ରତିଟି କାମକୁ ରାଜନୈତିକ ଦୃଷ୍ଟି ଭଙ୍ଗିରେ ଦେଖାଯାଉଛି । ଏସବୁ…