Latest Odisha News
Browsing Tag

CM Naveen Patnaik

କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପକୁ ତ୍ବରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପକୁ ତ୍ବରାନ୍ବିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟ ସରକାର । ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ସହ ଅନୁମତି ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟ…

ପିକ୍ ଅପ୍ ଭ୍ୟାନ୍ ଓଲଟି ୯ ମୃତ; ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ରବିବାର ଦିନ ଘଟିଥିବା ସଡକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରାପୁଟ କୋଟପାଡ଼ରେ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ…

ପଦ୍ମ ପୁରସ୍କାର ବିଜେତା ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରୁ ୬ ଜଣ ପଦ୍ମ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ନବୀନ ସେମାନଙ୍କ ସଫଳତା କାମନା କରିଛନ୍ତି । ଏବର୍ଷ ବିଶିଷ୍ଟ ଭାସ୍କର୍ୟ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ମିଳିବ ପଦ୍ମ ବିଭୂଷଣ…

ଭାରତୀୟ ଫରେନ୍ସିକ ମେଡିସିନର ଜାତୀୟ ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭାରତୀୟ ଫରେନସିକ୍ ମେଡିସିନ ଜାତୀୟ ସମ୍ମିଳନୀ ଉଦଘାଟିତ । ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ନିଜର ଅଭିଭାଷଣ ରଖିଛନ୍ତି । ଇଣ୍ଡିଆନ୍ ଏକାଡେମୀ ଅଫ୍ ଫରେନସିକ୍ ମେଡିସିନର ବାର୍ଷିକ ଜାତୀୟ ସମ୍ମିଳନୀରେ ଯୋଗଦେଇଥିବା ମୁଁ ଖୁସି ବୋଲି କହିଛନ୍ତି…

କଟକରେ ନେତାଜୀ ବସ୍‌ ଟର୍ମିନାଲକୁ ଦେଶରେ ମଡେଲ ଟର୍ମିନାଲ ଭାବରେ ଗଢାଯିବ: ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ କଟକରେ ତାଙ୍କ ନାଁରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାନନଗରଠାରେ ପ୍ରସ୍ତାବିତ ବସ୍ ଟର୍ମିନାଲର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତାପୂର୍ବରୁ ମୁଖ୍ୟମନ୍ତ୍ରୀ ଓଡ଼ିଆ ବଜାର…

ନେତାଜୀଙ୍କ ନାଁରେ କଟକରେ ବସ ଟର୍ମିନାଲ, ସୁଭାଷ ବୋଷଙ୍କ ଜୟନ୍ତୀରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଚଳଚଞ୍ଚଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଯାଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହାସହ ତାଙ୍କ ଜୟନ୍ତୀ ଅବସରରେ କଟକରେ ନେତାଜୀଙ୍କ ନାଁରେ…

ମନେ ପଡ଼ନ୍ତି ନେତାଜୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ ଦେଶ ବ୍ୟାପୀ ପାଳନ ହେଉଛି ପରାକ୍ରମ ଦିବସ । ଭାରତର ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଅବଦାନକୁ ପୁରା ଦେଶ ମନେ ପକାଉଛି । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି…

୩୦ ଲକ୍ଷରେ ପହଞ୍ଚିଲା ନବୀନଙ୍କ ଟ୍ୱିଟର୍ ଫଲୋୟର୍ସ ସଂଖ୍ୟା

ଭୁବନେଶ୍ଵର: ଧିରେ ଧିରେ ବଢୁଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା । ନିକଟରେ ଏବିପି ନ୍ୟୁଜ୍ ପକ୍ଷରୁ କରାଯାଇଥିବା ସର୍ଭେରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ଏକ ନମ୍ବରରେ ଥିଲେ । ଆଉ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ୱିଟରରେ ଫଲୋୟର୍ସ ସଂଖ୍ୟା ୩୦ ଲକ୍ଷରେ…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ମିଳିବ ଟେଷ୍ଟ ପେପର

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ଦେବେ ଟେଷ୍ଟ ପେପର । ୬ ଲକ୍ଷ ୨୦ ହଜାର ୫୦୮ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଟେଷ୍ଟ ପେପର ପ୍ରଦାନ କରିବେ ସରକାର । ଏନେଇ ସୁଚନା ଦେଇଛନ୍ତି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ ଯୋଗୁଁ…

କଳାହାଣ୍ଡିବାସୀଙ୍କୁ ୨ ହଜାର ୮୫କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ନବୀନ

କେସିଙ୍ଗା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡିବାସୀଙ୍କୁ ଆଜି ୨୦୮୫ କୋଟି ଟଙ୍କାର ଭେଟି ଦେଇଛନ୍ତି । ସେ ମୋଟ ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଯେଉଁଥିରେ ରହିଛି, ୯୮୬ କୋଟି ୭୧ ଲକ୍ଷ ଟଙ୍କାରେ ନିର୍ମିତ…