Latest Odisha News

BREAKING NEWS

Browsing Tag

CM Naveen Pattanaik

ଆଜି କମ୍ପିବ ଝାରସୁଗୁଡ଼ା, ନିର୍ବାଚନ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା : ପାଖେଇ ଆସିଲାଣି ଝାରସୁଗୁଡ଼ା ନିର୍ବାଚନ । ଭୋଟରଙ୍କୁ ମନାଇବାକୁ ସବୁ ଦଳ ମନାଇଛନ୍ତି ମାରାଥନ୍‌ ପ୍ରଚାର । ଆଜି ଦୁଲୁକିବ ମୈଦାନ । ଝାରସୁଗୁଡ଼ାରେ ହାଇଭୋଲଟେଜ୍‌ ପ୍ରଚାର ଦେଖିବାକୁ ମିଳିବ । ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ…

ପଶ୍ଚିମ ଓଡ଼ଶାବାସୀଙ୍କୁ ପୁଣି ଏକ ମିଥ୍ୟା ପ୍ରତିଶ୍ରୁତି ଦେବେ ମୁଖ୍ୟମନ୍ତ୍ରୀ: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ଗତ ୨୦୧୬ ମସିହାରେ ବରଗଡ ଜିଲ୍ଲା ସୋହେଲାଠାରେ ଚାଷୀ ସମାବେଶରେ ବଡ ବଡ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ ତାହା ପୂରଣ କରିବାରେ ବିଫଳ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ବାବୁ  । ଆସନ୍ତା କାଲି ପୁଣି ପଶ୍ଚିମ ଓଡିଶା ଗସ୍ତ କରୁଛନ୍ତି । ଏହି ଗସ୍ତ ଅବସରରେ ବରଗଡ,…

ନବଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀ କହିଲେ ଆମେରିକାର ଏଫବିଆଇର ସହାୟତା ମଗାଯାଇଛି

 ଭୁବନେଶ୍ୱର:  ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ବିଧାନସଭାରେ ବିରାେଧୀ ହଟ୍ଟଗୋଳ କରି ଗତକାଲି ଗୃହ ତ୍ୟାଗ କରିଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖିଛନ୍ତି ।  ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ । ତଥାପି ବିରୋଧୀ କକ୍ଷତ୍ୟାଗ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ; ଜିଲ୍ଲାବାସୀଙ୍କୁ ଦେଲେ ୪,୭୦୩ କୋଟିର ଭେଟି

କେନ୍ଦୁଝର: କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟିର ଭେଟି ଦେଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁଖ୍ୟମନ୍ତ୍ରୀ  ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ଅନେକ ବିକାଶ ମୂଳକ କାମର ପ୍ରକଳ୍ପର ଶୁଭାରମ୍ଭ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲା ପାଇଁ  ୪୭୦୩କୋଟି ମୂଲ୍ୟର ୨୫୯ଟି…

ପୁଣି ନବୀନଙ୍କ ମୁଣ୍ଡରେ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ମୁକୁଟ

ଭୁବନେଶ୍ୱର: ଏତେ ବର୍ଷ ଶାସନ ପରେ ବି ମଳିନ ପଡିନି ନବୀନଙ୍କ ଭାବମୂର୍ତ୍ତି । ଜନସମର୍ଥନ, ଭଲପାଇବା ତାଙ୍କ ପାଇଁ ବଢିଛି ସିନା କମିନି । ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୁଣ୍ଡରେ ଶ୍ରେଷ୍ଠ ମୁକୁଟ । ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ପଛରେ ପକାଇ ନବୀନ ପିନ୍ଧିଛନ୍ତି ଏହି ଶ୍ରେଷ୍ଠ…

ପ୍ରଜାଙ୍କ ପାଇଁ କେତେଦିନ ବନ୍ଦ ରହିବ ରାଜାଙ୍କ ଦୁଆର ?

ଭୁବନେଶ୍ୱର:ଦୁଃଖୀ, ଅଭାବୀ ମଣିଷଟିଏ ନିଜର ଦୁଃଖ କାହାକୁ ଜଣାଇବ ? ଭଗବାନଙ୍କ ପରେ ରାଜାଙ୍କୁ ହିଁ ତ ଜଣାଇବ । ହେଲେ ରାଜାଙ୍କ ପାଖରେ ପହଞ୍ଚିବ କେମିତି ? ଗରିବଙ୍କ ପାଇଁ ରାଜାଙ୍କ ଦ୍ୱାର କ’ଣ ବନ୍ଦ ? ସେଥପାଇଁ କଣ ପ୍ରଜା ଜୀବନକୁ ବାଜି ଲଗେଇ ଆପଣଉଛନ୍ତି ଏମିତି ନିଆରା ଉପାୟ ? ଏକଥା ଆମେ…

ଜଳସାଥୀ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଜଳସାଥୀ କାର୍ଯ୍ୟକ୍ରମର ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ସହରାଞ୍ଚଳରେ ରାଜସ୍ୱ ବୃଦ୍ଧି ହେବା ସହିତ ମିଶନ ଶକ୍ତି ମା ମାନଙ୍କର…

ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର :  ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ବାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ବତନ୍ତ୍ର ଗୁରୁତ୍ବ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ…

ଅଠୱାଲେଙ୍କ ଆହ୍ୱାନ ପରେ ଜୟନାରାୟଣଙ୍କ ପ୍ରତିକ୍ରିୟା : ବିଜେପି ନବୀନଙ୍କୁ ଗ୍ରହଣ କରିବ ନାହିଁ

ଭୁବନେଶ୍ୱର: ଏନଡିଏରେ ସାମିଲ ପାଇଁ ବିଜେଡିକୁ ଆହ୍ବାନ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠୱାଲେ । ରାମଦାସଙ୍କ ଆହ୍ୱାନ ପରେ  ରାଜ୍ୟରେ ରାଜନୀତି ଜୋରଧରିଛି  ।ଏହି ପ୍ରସଙ୍ଗରେ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି । ଜୟନାରାୟଣ  କହିଛନ୍ତି ଅଠୱାଲେ ବିଜେପିର…