Latest Odisha News

BREAKING NEWS

Browsing Tag

CM Naveen Pattnaik

ମୁଖ୍ୟମନ୍ତ୍ରୀଙ୍କ ନାଁ ନ ନେଇ ରାଜ୍ୟ ସରକାରଙ୍କୁ ଶିବରାଜଙ୍କ ଟାର୍ଗେଟ

ଭୁବନେଶ୍ୱର:ବିଜେଡିି ସରକାର ଉପରେ ଗର୍ଜିଲେ ଶିବରାଜ। କହିଲେ ଓଡିଶାରେ ଆଉଟସୋର୍ସିଂ ସରକାର। ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଶିବରାଜ ସିଂ ଚୌହାନ୍ । ବେଲଗାମ୍ ଅଧିକାରୀ ସାରା ଓଡିଶାକୁ ଭ୍ରଷ୍ଟାଚାରରେ ବୁଡାଇଛନ୍ତି।…

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ…

ତାଳବଣିଆରେ ବିଜେଡିର ଜନ୍ମଉତ୍ସବ, ୨୦୨୪ ପାଇଁ ଗୁରୁମନ୍ତ୍ର ଦେବେ ଦଳ ସୁପ୍ରିମୋ

ପୁରୀ: ବିଜୁ ଜନତା ଦଳକୁ ୨୫ ବର୍ଷ ପୂରିଛି । ୨୬ ବର୍ଷରେ ପାଦ ଦେଇଛି ବିଜେଡି । ରୌପ୍ୟ ଜୟନ୍ତୀ ପାଳନ କରୁଛି ଦଳ । ଶ୍ରୀକ୍ଷେତ୍ର ପୁରୀରୁ ଆଜି ଶଙ୍ଖନାଦ ଦେବ ଶଙ୍ଖ ଦଳ  । ୨୦୨୪ ପାଇଁ ବି ନୂଆ ମନ୍ତ୍ର ଦେବେ ଦଳ ମୁଖିଆ । ତାଳବଣିଆରେ ଦଳର ଜନ୍ମ ଉତ୍ସବ ପାଳନ କରୁଛି ବିଜେଡି । ଦଳ ସଭାପତି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ; ପରିଚାଳନା ବୈଠକକୁ ଦେଲେ ନିମନ୍ତ୍ରଣ

ଭୁବନେଶ୍ୱର : ନୀତି ଆୟୋଗର ଉପାଧ୍ୟକ୍ଷ ସୁମନ କୁମାର ବେରୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆସନ୍ତା ଅଗଷ୍ଟ ୭ ତାରିଖରେ ନୂଆଦିଲ୍ଲୀରେ ହେବାକୁ ଥିବା ସପ୍ତମ ପରିଚାଳନା ପରିଷଦ ବୈଠକ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ସୁମନ ବେରୀ ।…

ବିରୋଧୀ ବୈଠକରେ ମିଳିତ ପ୍ରାର୍ଥୀ; ଏନଡିଏକୁ ସମର୍ଥନ ଦେଇପାରେ ବିଜେଡି

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ଜାତୀୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି । ସେପଟେ ଏନଡିଏ ବିରୋଧୀ ଗୋଷ୍ଠୀଙ୍କୁ କନଷ୍ଟିଚ୍ୟୁସନ କ୍ଲବରେ ଏକାଠି କରିଛନ୍ତି ମମତା । ଏଥିରେ ପ୍ରାୟ ୧୭ଟି ଦଳ ଯୋଗ ଦେଇଥିଲେ । ସମାଜବାଦୀ ପାର୍ଟିର ଅଖିଳେଶ ଯାଦବ, ଏନସିପିର ଶରଦ…

ବାଲେଶ୍ୱରରେ BSKY ସ୍ମାର୍ଟ କାର୍ଡ଼ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଡ଼ ଦ୍ୱାରା ଜିଲ୍ଲାର ୨୦ଲକ୍ଷ ଲୋକ ଉପକୃତ ହେବେ । ବାଲେଶ୍ୱରବାସୀଙ୍କୁ ୧୪୭୬କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୩୭୬କୋଟି…

ହିଞ୍ଜିଳିରେ ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ବହୁ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ଭିଡ଼ିଓ କନଫରେନ୍ସିଂରେ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ହିଞ୍ଜିଳିକାଟୁବାସୀଙ୍କୁ ମୋଟ୍ ୨୮ କୋଟି ୫୭ହଜାରଟଙ୍କାର…

ଆଜି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ବଦଳୁଛି ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ଚିତ୍ର । ବିକାଶ ପଥରେ ଯୋଡ଼ିବା ପାଇଁ ବହୁ ପଦକ୍ଷେପ ଓ ଯୋଜନା ହାତକୁ ନେଇଛନ୍ତି ରାଜ୍ୟ ସରକାର । ଆଜି ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୋନ୍ ଯୋଗେ ଅଞ୍ଚଳର ବିକାଶ ନେଇ ଲୋକଙ୍କ ସହ…

ଉପନିର୍ବାଚନ ବିଜୟ ପରେ ବିଜେଡି କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନବୀନ

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବାଜି ମାରିଛି ବିଜେଡି । ସଫଳତା ପରେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନମଣ୍ଡଳୀର ଦଳୀୟ କର୍ମକର୍ତ୍ତାଙ୍କୁ ଆଜି ସମ୍ବୋଧିତ କରିବେ । ସନ୍ଧ୍ୟା ୬ଟାରେ ତିର୍ତ୍ତୋଲର…

ରାଜ୍ୟବାସୀଙ୍କୁ ଦଶହରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦଶହରା । ସାରା ରାଜ୍ୟରେ ପାଳିତ ହେଉଛି ବିଜୟା ଦଶମୀ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ଦଶହରାର ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ବିଜୟା ଦଶମୀ ଓ ଦଶହରା ଉପଲକ୍ଷେ…