Latest Odisha News
Browsing Tag

CM Naveen

ଭଦ୍ରକ ଓ ଯାଜପୁର ସମେତ ୪ଟି ଲୋକସଭା ଆସନରେ ନବୀନଙ୍କ ଜୋରଦାର୍ ପ୍ରଚାର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ୪ଟି ଲୋକସଭା ଆସନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଆଜି ସକାଳେ ବାଲେଶ୍ୱରରେ ପହଞ୍ଚି ସେଠାରୁ ସିମୁଳିଆରେ ଆୟୋଜିତ ଏକ ଜନସଭାରେ ଉଦବୋଧନ୍…

ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି…

କେପି ସିଂହଦେଓ ଅସୁସ୍ଥ, ଟ୍ୱିଟ୍ କରି ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର : କଂଗ୍ରେସ ବରିଷ୍ଠ ନେତା ତଥା ଢେଙ୍କାନାଳର ଲୋକସାଭ ପ୍ରାର୍ଥୀ କେପି ସିଂହଦେଓ ନିର୍ବାଚନୀ ପ୍ରଚାର ସମୟରେ ଅସୁସ୍ଥ ହେବା ଫଳରେ ତାଙ୍କୁ ଚିକିତ୍ସା ନିମନ୍ତେ ରବିବାର ଦିନ ଭୁବନେଶ୍ୱରସ୍ଥିତ ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଢେଙ୍କାନାଳ ରାଜପରିବାରର ୭୮ ବର୍ଷୀୟ ଏହି…

ଆଜି ବଲାଙ୍ଗିର ଓ ବରଗଡରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର : ଓଡିଶାରେ ୨ୟ ପର୍ଯ୍ୟାୟ ତଥା ଏପିଲ୍ ୧୮ରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ବରଗଡ, ବଲାଙ୍ଗିର ଭଳି ପଶ୍ଚିମ ଓଡିଶାରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି । ଗସ୍ତକାର୍ଯ୍ୟ ସୂଚୀ ଅନୁଯାୟୀ…